Odisha Link
Bridging the Missing Links in Odisha

ଲାଞ୍ଚ ନେବା ପଡ଼ିଲା ମହାଙ୍ଗା, ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ସରକାରୀ ଚାକିରିଆ। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ୍‌ ଚାଲିଛି। ତହସିଲର ଜଣେ କର୍ମଚାରୀଙ୍କୁ ଗିରଫ ପରେ ଚାଲିଛି ରେଡ୍‌। ନୟାଗଡ଼ ଭାପୁର ଓ ଭୁବନେଶ୍ବର ବାସଭବନରେ ଚାଲିଛି ରେଡ୍। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଥିଲେ।

Leave A Reply

Your email address will not be published.