Odisha Link
Bridging the Missing Links in Odisha
Daily Archives

July 4, 2024

ରାଜସ୍ଥାନ ବିଜେପିକୁ ବଡ଼ ଝଟକା, କୃଷି…

ଓଏଲ୍‌ ବ୍ୟୁରୋ: ଲୋକସଭା ନିର୍ବାଚନ ପରେ ରାଜସ୍ଥାନ ରାଜନୀତିରେ ହଟଚମଟ। ନିଜ ପଦରୁ ଇସ୍ତଫା ଦେଲେ କୃଷି ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା କିରୋଡି ଲାଲ ମୀନା। ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ନିଜେ ଇସ୍ତଫା ଦେଇଥିବା କଥା ଘୋଷଣା କରିଛନ୍ତି। ଆଜି ମୀନା ତାଙ୍କ ସୋସଆଲ ମିଡିଆ ଏକ୍ସରେ ଶ୍ରୀରାମ ଚରିତ…

‘ରାଜ୍ୟରେ ନିର୍ମାଣ ହେବ ଅନୁବାଦ…

ଓଏଲ୍‌ ବ୍ୟୁରୋ: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଲୋକସେବା…

ଲୋକସେବା ଭବନରେ ବିଧିବଦ୍ଧ କାର୍ଯ୍ୟଭାର…

ଓଏଲ୍‌ ବ୍ୟୁରୋ: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଲୋକସେବା…

ପ୍ରତିଦିନ ସେୟାର ମାର୍କେଟରେ ନୂଆ…

ଓଏଲ୍‌ ବ୍ୟୁରୋ: ଭାରତୀୟ ସେୟାର ମାର୍କେଟରେ ଉତ୍ସାହ ଜାରି ରହିଛି। ଆଜି ମାର୍କେଟ ଆରମ୍ଭରୁ ହିଁ ଉଭୟ ସେନସେକ୍ସ ଓ ନିଫ୍ଟି ଅଲ୍‌ ଟାଇମ୍‌ ହାଏରେ କାରବାର ଆରମ୍ଭ କରିଛି। ସେନସେକ୍ସ ୩୩୪.୯୯ ପଏଣ୍ଟ ଉପରକୁ ଉଠି ୮୨.୩୨୧ରେ କାରବାର ଆରମ୍ଭ କରିଥିଲା। ସେହିପରି ନିଫ୍ଟି ୮୩.୪୫ ପଏଣ୍ଟ ଉପରକୁ ଉଠି ୨୪,୩୬୯ରେ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ…

ଓଏଲ୍‌ ବ୍ୟୁରୋ: ନିଜ ପଦରୁ ଇସ୍ତଫା ଦେଇଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଜେଲ୍‌ରୁ ଫେରିବା ପରେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଚମ୍ପାଇ ସୋରେନ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର…

ଅପେକ୍ଷା କରିଛି ବଡ଼ଦାଣ୍ଡ, ରଥରେ ଆସି…

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ…

ପୁଣି ବିଗିଡ଼ିଲା ଲାଲକୃଷ୍ଣ ଆଡଭାନୀଙ୍କ…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ପୁଣି ଥରେ ଅସୁସ୍ଥ ହୋଇପଡିଛନ୍ତି। ବିଜେପିର ଭେଟେରାନ୍ ନେତା ଆଡ଼ଭାନୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସଂପୃକ୍ତ ମେଡିକାଲର ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି। ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ସେ ଗତ କିଛି ଦିନ ହେବ ଅସୁସ୍ଥ ରହିଛନ୍ତି।…

ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା,…

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ। ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିବା ମୋହନ ଚରଣ ମାଝୀ ଆଜିଠୁ ଲୋକସେବା ଭବନରେ କାମ କରିବେ। ନୂଆ କାର୍ଯ୍ୟାଳୟରେ କାମ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶପଥ ନେବା ପରଠାରୁ ଅତିଥି ଭବନରେ…