Odisha Link
Bridging the Missing Links in Odisha

ଓଡ଼ିଶାର ପ୍ରଭାରୀ ଭାବେ ବିଜୟପାଲ ସିଂଙ୍କୁ ନିଯୁକ୍ତ କଲା ବିଜେପି, ସହପ୍ରଭାରୀ ଦାୟିତ୍ବରେ ଲତା ଉସେଣ୍ଡି

ଓଏଲ୍‌ ବ୍ୟୁରୋ: ବିଭିନ୍ନ ରାଜ୍ୟ ପାଇଁ ବିଜେପି ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କରିଛି। ଏହି କ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ କେରଳ ସହପ୍ରଭାରୀ ଭାବେ ନିଯୁକ୍ତ ମିଳିଛି। ସାଂସଦ ସମ୍ବିତ ପାତ୍ରଙ୍କୁ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିଭଳି ବିଜୟପାଲ ସିଂ ତୋମାରଙ୍କୁ ଓଡ଼ିଶାର ପ୍ରଭାରୀ ଦାୟିତ୍ବ ମିଳିଥିବାବେଳେ ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ବ ମିଳିଛି।

 

Leave A Reply

Your email address will not be published.