Odisha Link
Bridging the Missing Links in Odisha
Daily Archives

July 9, 2024

ସଜେଇ ହୋଇଛି ଶ୍ରୀଗୁଣ୍ଡିଚା ମନ୍ଦିର,…

ଓଏଲ୍‌ ବ୍ୟୁରୋ: ଭକ୍ତ ଆଉ ଭଗବାନଙ୍କ ଅପୂର୍ବ ମିଳନ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରହିଛି ତିନିରଥ। ଆଉ କିଛି ସମୟ ପରେ ଆଡ଼ପମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି। ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନରେ ଜନ୍ମବେଦୀ ନିକଟରେ ପହଞ୍ଚିଛନ୍ତି ତିନି ଠାକୁର। ଆଡ଼ପମଣ୍ଡପକୁ ବିଜେ କରିବା ପାଇଁ ଆରମ୍ଭ ହୋଇଛି…

ଚର୍ଚ୍ଚାରେ ସାଂସଦ ଦେବାଶିଷ ସାମନ୍ତରାୟ,…

ଓଏଲ୍ ବ୍ୟୁରୋ: ଫୁଟବଲ ଆସୋସିଏସନ ଅଫ୍‌ ଓଡ଼ିଶାର ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ। ଫୁଟବଲ ଆସୋସିଏସନ ଅଫ୍‌ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଇଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି। 'ଏକ୍ସ'ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବା ନେଇ ଦେବାଶିଷ ସାମନ୍ତରାୟ ସୂଚନା…

ଜମ୍ମୁ-କାଶ୍ମୀରରେ ୫ ଯବାନ ସହିଦ,…

ଓଏଲ୍‌ ବ୍ୟୁରୋ: ଜମ୍ମୁ-କାଶ୍ମୀର କାଠୁଆ ଜିଲ୍ଲାର ମାଚେଡି ଅଞ୍ଚଳରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜୁନିୟର କମିଶନ ଅଫିସର(ଜେସିଓ)ଙ୍କ ସମେତ ୫ଜଣଙ୍କ ଯବାନ ସହିଦ ହୋଇଛନ୍ତି। ଏହି ଆକ୍ରମଣରେ ଅନ୍ୟ ୫ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ରାଷ୍ଟ୍ରପତି ଶୋକ ପ୍ରକାଶ କରିବା ସହ ୫ ସହିତ ଯବାନଙ୍କ…

ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ…

ଓଏଲ୍ ବ୍ୟୁରୋ: ଭକ୍ତ ଆଉ ଭଗବାନଙ୍କ ଅପୂର୍ବ ମିଳନ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରହିଛି ତିନିରଥ। ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି। ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନରେ ଜନ୍ମବେଦୀ ନିକଟରେ ପହଞ୍ଚିଛନ୍ତି ତିନି ଠାକୁର। ଆଉ କିଛି ସମୟ ପରେ ଆଡ଼ପମଣ୍ଡପକୁ ବିଜେ କରିବେ…

ହାଥରସ୍ ଅଘଟଣ: ୬ ଅଧିକାରୀ ନିଲମ୍ବିତ

ଓଏଲ୍‌ ବ୍ୟୁରୋ: ଉତ୍ତରପ୍ରଦେଶରେ ସତସଙ୍ଗବେଳେ ଅଘଟଣ ଘଟଣା ସାରା ଦେଶରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି କି, ଏଠାରେ ସତସଙ୍ଗ ପାଇଁ କିଏ ଅନୁମତି ଦେଲା ? ଏତେ ସଂଖ୍ୟକ ଲୋକଙ୍କ ସମାଗମ ହେଉଥିବାବେଳେ ପ୍ରଶାସନ ପକ୍ଷରୁ କାହିଁକି କୌଣସି ବ୍ୟବସ୍ଥା ହୋଇନଥିଲା…

କପିଳାସରେ ନୀତିକାନ୍ତି ବିଳମ୍ବ, ଉପାସରେ…

ଓଏଲ୍‌ ବ୍ୟୁରୋ: ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ ଠାକୁର ଉପାସ ଥିବା ଅଭିଯୋଗ ହୋଇଛି। ଦୁଇଦିନ ହେବ ଶ୍ରୀଚନ୍ଦ୍ରଶେଖର ଜିଉଙ୍କ ନୀତିକାନ୍ତିରେ ବିଳମ୍ବ। ଏପରିକି ଠାକୁରଙ୍କ ରୋଷଘରେ ତାଲା ଝୁଲୁଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ସ୍ବୀକାର ସହ ସମାଧାନ ହୋଇଥିବା ଦେବୋତ୍ତର ବିଭାଗ…

ଓଡ଼ିଆ ଉଦ୍ୟୋଗୀଙ୍କୁ ମିଳିବ ପ୍ରାଧାନ୍ୟ,…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ବର ସ୍ଥିତ ଓ-ହବ୍ ବିଲଡିଂରେ ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପହଁଚିଛନ୍ତି। ଓଡ଼ିଆ ଉଦ୍ୟୋଗୀଙ୍କୁ ଷ୍ଟାର୍ଟ ଅପ୍ ପାଇଁ ଜାଗା ଯୋଗାଇ ଦେବାରେ ପୂର୍ବ ବିଜେଡି ସରକାର ଅଣଦେଖା କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହାପରେ ମନ୍ତ୍ରୀ ଓ-ହବରେ ପହଞ୍ଚି ଯାଞ୍ଚ କରିଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବୀନ,…

ଓଏଲ୍‌ ବ୍ୟୁରୋ: ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭାରତୀୟ ଇସ୍ପାତ ସଙ୍ଘ ସଭାପତି ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପରେ ସେ କହିଛନ୍ତି, ଅନୁଗୁଳ ଜିନ୍ଦଲ ପ୍ଲାଣ୍ଟ ହେବ ବିଶ୍ୱର ସର୍ବବୃହତ ଷ୍ଟିଲ ପ୍ଲାଣ୍ଟ। ୭ବର୍ଷରେ…

ରତ୍ନଭଣ୍ତାର ଯାଞ୍ଚ କିମିଟିର ବଡ଼…

ଓଏଲ୍‌ ବ୍ୟୁରୋ: ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକ ଶେଷ ହୋଇଛି। ବହୁ ଅପେକ୍ଷାର ଅନ୍ତ ଘଟାଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଜୁଲାଇ ୧୪ରେ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ବଢିଛି। ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର…

ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା; ୩ୟ…

ଓଏଲ୍‌ ବ୍ୟୁରୋ: ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତରେ ଯାଇଛନ୍ତି। ଏହି ଗସ୍ତରେ ଉଭୟ ନେତାଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭ୍ଲାଦିମିର…