Odisha Link
Bridging the Missing Links in Odisha

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେବ। ଏହି ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦିନ ସାଢେ ୧୧ଟାରେ ବୈଠକ ଆୟୋଜିତ ହେବ। ତେବେ ଏହି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଉପରେ କ୍ୟାବିନେଟ ମୋହର ବାଜିପାରେ ବୋଲି କୁହାଯାଉଛି।

Leave A Reply

Your email address will not be published.