Odisha Link
Bridging the Missing Links in Odisha
Daily Archives

July 9, 2024

ରାଷ୍ଟ୍ରପତିଙ୍କ ୪ଦିନିଆ ଓଡ଼ିଶା ଗସ୍ତର…

ଓଏଲ୍‌ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପ୍ରଥମଦିନରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ମହାମହିମ। ୭ ତାରିଖରେ ପୁରୀ ଯାଇ ରଥଯାତ୍ରାରେ ଯୋଗଦେବା ସହ ରାଜଭବନରେ…

ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ, ପ୍ରବାସୀ…

ଓଏଲ୍‌ ବ୍ୟୁରୋ: ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତରେ ଯାଇଛନ୍ତି। ଏହି ଗସ୍ତରେ ଉଭୟ ନେତାଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭ୍ଲାଦିମିର…

ଜମ୍ମୁ-କାଶ୍ମୀରରେ ୫ ଯବାନ ସହିଦ,…

ଓଏଲ୍‌ ବ୍ୟୁରୋ: ଜମ୍ମୁ-କାଶ୍ମୀର କାଠୁଆ ଜିଲ୍ଲାର ମାଚେଡି ଅଞ୍ଚଳରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜୁନିୟର କମିଶନ ଅଫିସର(ଜେସିଓ)ଙ୍କ ସମେତ ୫ଜଣଙ୍କ ଯବାନ ସହିଦ ହୋଇଛନ୍ତି। ଏହି ଆକ୍ରମଣରେ ଅନ୍ୟ ୫ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ରାଷ୍ଟ୍ରପତି ଶୋକ ପ୍ରକାଶ କରିବା ସହ ୫ ସହିତ ଯବାନଙ୍କ…

ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ…

ଓଏଲ୍‌ ବ୍ୟୁରୋ: ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକ ଶେଷ ହୋଇଛି। ବହୁ ଅପେକ୍ଷାର ଅନ୍ତ ଘଟାଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଜୁଲାଇ ୧୪ରେ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ବଢିଛି। ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର…

ବଡ଼ ଖବର: ଆସନ୍ତା ୧୪ରେ ଖୋଲିପାରେ…

ଓଏଲ୍‌ ବ୍ୟୁରୋ: ବହୁ ଅପେକ୍ଷାର ଅନ୍ତ ଘଟାଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଜୁଲାଇ ୧୪ରେ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ବଢିଛି। ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର…

ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ: ୫…

ଓଏଲ୍‌ ବ୍ୟୁରୋ: ଜମ୍ମୁ-କାଶ୍ମୀର କାଠୁଆ ଜିଲ୍ଲାର ମାଚେଡି ଅଞ୍ଚଳରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜୁନିୟର କମିଶନ ଅଫିସର(ଜେସିଓ)ଙ୍କ ସମେତ ୫ଜଣଙ୍କ ଯବାନ ସହିଦ ହୋଇଛନ୍ତି। ଏହି ଆକ୍ରମଣରେ ଅନ୍ୟ ୫ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ରାଷ୍ଟ୍ରପତି ଶୋକ ପ୍ରକାଶ କରିବା ସହ ୫ ସହିତ ଯବାନଙ୍କ…

ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ, ଏଏସ୍‌ଆଇ ଓ…

ଓଏଲ୍ ବ୍ୟୁରୋ: ପ୍ରତିବର୍ଷ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବା ସମୟରେ ଶ୍ରୀମନ୍ଦିରରେ ବାର୍ଷିକ ଯାଞ୍ଚ ଏବଂ ମରାମତି ହୋଇଥାଏ। ଏହି କ୍ରମରେ ଆଜି ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କରାଯିବା ପାଇଁ ଏଏସ୍‌ଆଇ ଓ ପୂର୍ତ୍ତ ବିଭାଗର ବିଶେଷଜ୍ଞ ସହ ଶ୍ରୀମନ୍ଦିର ବୈଷୟିକ କୋର କମିଟି…

ବାହାନଗାରେ ଦୁର୍ଘଟଣା: ଟ୍ରେନ୍ ଧକ୍କାରେ…

ଓଏଲ୍‌ ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ବାହାନଗା ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଟ୍ରେନ୍ ଧକ୍କାରେ ଚାଲିଗଲା ୨ ଯୁବକଙ୍କ ଜୀବନ। ଅନ୍ୟପଟେ ପୁରୀ-ହାୱଡ଼ା ଏକ୍ସପ୍ରେସ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ଆଜି ସକାଳେ ଦାଣ୍ଡହରିପୁର ରେଳ ଫାଟକ ନିକଟରେ…

ହାଥରସ୍‌ ଅଘଟଣ: ସତ୍‌ସଙ୍ଗ କମିଟିକୁ ଦୋଷ…

ଓଏଲ୍‌ ବ୍ୟୁରୋ: ଉତ୍ତରପ୍ରଦେଶରେ ସତସଙ୍ଗବେଳେ ଅଘଟଣ ଘଟଣା ସାରା ଦେଶରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି କି, ଏଠାରେ ସତସଙ୍ଗ ପାଇଁ କିଏ ଅନୁମତି ଦେଲା ? ଏତେ ସଂଖ୍ୟକ ଲୋକଙ୍କ ସମାଗମ ହେଉଥିବାବେଳେ ପ୍ରଶାସନ ପକ୍ଷରୁ କାହିଁକି କୌଣସି ବ୍ୟବସ୍ଥା ହୋଇନଥିଲା…

ଚିନ୍ତା ବଢ଼ାଉଛି ଡେଙ୍ଗୁ, ସଂକ୍ରମଣକୁ ନେଇ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୌସୁମୀ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନେଇ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ଦେଖାଇଛି। ଡେଙ୍ଗୁ ପ୍ରବଣ ଅଞ୍ଚଳରେ ମ୍ୟାପିଂ ସହ ସର୍ବେକ୍ଷଣ ନିର୍ଦେଶ ଜାରି ହୋଇଛି। ୫ ବର୍ଷ…