Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୮ ଯାତ୍ରୀଙ୍କ ମୃତ୍ୟୁ

ଓଏଲ୍‌ ବ୍ୟୁରୋ: ଉତ୍ତରପ୍ରଦେଶରେ ବସ୍‌ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୮ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ୩୦ ଜଣଙ୍କୁ ଉଦ୍ଧାର ପରେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଉତ୍ତରପ୍ରଦେଶରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେରେ ବସ୍‌କୁ ଟ୍ୟାଙ୍କର ଧକ୍କା ଦେବା ଦ୍ୱାରା ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି।

Leave A Reply

Your email address will not be published.