Odisha Link
Bridging the Missing Links in Odisha
Daily Archives

July 10, 2024

ମନ୍ତ୍ରୀଙ୍କ ବଡ଼ ବୟାନ; ରାଜ୍ୟର ସବୁ…

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ। ରାଜ୍ୟର ଶାସନଭାର ନେଇଛି ବିଜେପି। ରାଜ୍ୟରେ ବିଜେପି ଶାସନଭାର ନେଇଥିବାବେଳେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମକୁ ନେଇ କସରତ ଆରମ୍ଭ ହେଲାଣି। ଏସବୁ ଭିତରେ ଲକ୍ଷ୍ମୀ ବସ୍ ସେବାକୁ ନେଇ ଅନେକ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଲକ୍ଷ୍ମୀ ବସର ରଙ୍ଗ…

ଜନ୍ମବେଦୀରେ ଚତୁର୍ଦ୍ଧାମୂରତି, ଆଡ଼ପ…

ଓଏଲ୍‌ ବ୍ୟୁରୋ: ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କ ଆଡ଼ପ ଦର୍ଶନ ଲାଗି ଲକ୍ଷଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ତେବେ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ଆଡ଼ପ ଅବଢ଼ା ମିଳିବ। କୁହାଯାଏ ଏଇ ଆଡ଼ପ ଅବଢା ଖାଇଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ। ଆଜିଠୁ ୫…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୮…

ଓଏଲ୍‌ ବ୍ୟୁରୋ: ଉତ୍ତରପ୍ରଦେଶରେ ବସ୍‌ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୮ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ୩୦ ଜଣଙ୍କୁ ଉଦ୍ଧାର ପରେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଉତ୍ତରପ୍ରଦେଶରେ ଆଗ୍ରା-ଲକ୍ଷ୍ନୌ…

କେବେ ଖୋଲିବ ରତ୍ନଭଣ୍ଡାର? ଆଜି…

ଓଏଲ୍‌ ବ୍ୟୁରୋ: ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ। ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ବିସ୍ତୃତ ଆଲୋଚନା ହେବ। ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗତକାଲି ପ୍ରସ୍ତାବ ଦେଇଛି ସ୍ୱତନ୍ତ୍ର ତଦାରଖ କମିଟି। ଆସନ୍ତା ଜୁଲାଇ ୧୪ରେ ଜଗନ୍ନାଥ…

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ଅଧ୍ୟକ୍ଷତା…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେବ। ଏହି ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ସରକାର ବଜେଟ୍ ଆଗତ କରିବା ପୂର୍ବରୁ ଏହି ବୈଠକ ବସୁଛି। ତେଣୁ ଅନେକ ପ୍ରସଙ୍ଗ ଉପରେ କ୍ୟାବିନେଟ୍ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭାବେ ମୋହନ…