ଜନତାଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ,…
ଓଏଲ୍ ବ୍ୟୁରୋ: ବଦଳିଛି ରାଜ୍ୟ ରାଜନୀତିର ଦୃଶ୍ୟପଟ। ରାଜ୍ୟର ଶାସନଭାର ନେଇଛି ବିଜେପି ସରକାର। ଲୋକଙ୍କ ବିଭିନ୍ନ ଅସୁବିଧା ମୁଦ୍ଦା କରି ରାଜ୍ୟରେ ବାଜି ମାରି ନେଇଥିବାବେଳେ ସେ ସବୁ ମୁଦ୍ଦାକୁ ପୂରଣ କରିବା ପାଇଁ ତତ୍ପରତା ଦେଖାଉଛନ୍ତି। ଏହି କ୍ରମରେ ଜୁଲାଇ ପହିଲାରୁ ଆରମ୍ଭ ହୋଇଛି ରାଜ୍ୟର ନୂଆ…