ପୁଣି ରଥରେ ଅଣସେବାୟତ ଅଭିଯୋଗ, ରଥରୁ…
ଓଏଲ୍ ବ୍ୟୁରୋ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ଉତ୍ସବ ମୁଖର ରଥଦାଣ୍ଡ। ଅପେକ୍ଷା କରିଛି ଶ୍ରୀମନ୍ଦିର। ଜନ୍ମବେଦୀରେ ଲୀଳାଖେଳା ସରିଛି। ନିର୍ଧାରିତ ସମୟ ପୂର୍ବରୁ ପହଣ୍ଡି କରାଯାଇଛି। ଶୂନ୍ୟ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ ହେଲେ ଶ୍ରୀସୁଦର୍ଶନ। ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ପରେ ଦେବୀ…