Odisha Link
Bridging the Missing Links in Odisha

ଓଡ଼ିଶା ଆସିବେ ଜେ.ପି ନଡ୍ଡା, ଦଳୀୟ କାର୍ଯ୍ୟକ୍ରମରେ ଦେବେ ଯୋଗ

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୯ ଓ ୨୦ରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହି ଅବସରରେ ବୈଠକରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

Leave A Reply

Your email address will not be published.