Odisha Link
Bridging the Missing Links in Odisha
Daily Archives

July 18, 2024

ସୁପ୍ରିମ୍ ନିର୍ଦ୍ଦେଶ: ଶନିବାର ମଧ୍ୟାହ୍ନ…

ଓଏଲ୍‌ ବ୍ୟୁରୋ: ନିଟ୍‌-ୟୁଜି ରେଜଲ୍ଟକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ଶନିବାର ମଧ୍ୟାହ୍ନ ସୁଦ୍ଧା ନିଟ୍‌-ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରେଜଲ୍ଟ ପ୍ରକାଶ ନେଇ ଏନ୍‌ଟିଏକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ସହର ୱାରୀ ଏବଂ ପରୀକ୍ଷା କେନ୍ଦ୍ର ୱାରୀ ରେଜଲ୍ଟ…

ଦିବ୍ରୁଗଡ଼ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ,…

ଓଏଲ୍‌ ବ୍ୟୁରୋ: ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ଟ୍ରେନ୍। ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି। ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ହେଇଛି। ଯାହା ଫଳରେ ଘଟଣାସ୍ଥଳରେ ଉତ୍ତେଜନାମୂଳକ…

ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ଟ୍ରେନ୍,…

ଓଏଲ୍‌ ବ୍ୟୁରୋ: ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ଟ୍ରେନ୍। ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି। ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ହେଇଛି। ଯାହା ଫଳରେ ଘଟଣାସ୍ଥଳରେ ଉତ୍ତେଜନାମୂଳକ…

ମନ୍ତ୍ରୀଙ୍କ ଦୃଢ଼ୋକ୍ତି; ବନ୍ଦ ହେବନି…

ଓଏଲ୍‌ ବ୍ୟୁରୋ: ଆଜି କ୍ୟାପିଟାଲ ହସ୍ପିଟାଲ ପରିସରରେ ଥିବା ଆହାର କେନ୍ଦ୍ର ବୁଲି ସମୀକ୍ଷା କରିବା ସହ ଟୋକେନ୍ କାଟି ନିଜେ ଲୋକଙ୍କ ସହ ବସି ଆହାର କେନ୍ଦ୍ରରେ ଖାଇଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଖାଦ୍ୟରେ ପରିବା କମିଥିବା କଥା ସ୍ୱୀକାର କଲେ ମନ୍ତ୍ରୀ। ଖାଦ୍ୟ ଥାଳିରେ କ’ଣ ଅଧିକ ଦେଇହେବ ତାକୁ…

ରକ୍ତର ଅଭାବକୁ ଦୂର କରିବାକୁ ପ୍ରୟାସ,…

ନୟାଗଡ଼: ଉତ୍କଳମଣି ପଣ୍ଡିତ ଗୋପାବନ୍ଧୁ ଦାସଙ୍କର ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡିଶାର ପ୍ରସିଦ୍ଧ ଖବରକାଗଜ 'ସମାଜ' ଏବଂ 'ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷା କେନ୍ଦ୍ର' ଦ୍ୱାରା ଆୟୋଜିତ ରକ୍ତ ଦାନ ଶିବିରରେ ସାମିଲ ହୋଇ ରକ୍ତଦାନ କଲେ ସମ୍ବିତ ପାତ୍ର। ନୟାଗଡ଼ ଜିଲ୍ଲାର ବ୍ଲଡ ବ୍ୟାଙ୍କରେ ରକ୍ତର…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉପକୂଳ…

ଓଏଲ୍‌ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ। ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ…

ବିଜେଡିର ଛାୟା କ୍ୟାବିନେଟ; ସାଂସଦଙ୍କ…

ଓଏଲ୍‌ ବ୍ୟୁରୋ: ମୋହନ ସରକାର ଉପରେ ନଜର ରଖିବାକୁ କମିଟି ଗଠନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଓଡ଼ିଶାରେ ପ୍ରଥମ ଥର ସରକାର କରିଥିବା ଭାରତୀୟ ଜନତାପାର୍ଟିକୁ ଜଗିବ ବିଜୁ ଜନତାଦଳ। ବିଜେପି ସରକାରର ପ୍ରତ୍ୟକ ବିଭାଗକୁ ନଜର ରଖିବାକୁ ଓଡିଶା ବାସୀଙ୍କ ସେବାରେ ନିଜକୁ ୨୫ ବର୍ଷ ସମର୍ପି…

ଧବଳେଶ୍ୱର ପୀଠରେ ପ୍ଲାଷ୍ଟିକ୍ ମନା, ମାଟି…

ଓଏଲ୍‌ ବ୍ୟୁରୋ: ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକକୁ ସମ୍ପୂର୍ଣ୍ଣ ଭାବେ ନିଷେଦ୍ଧ କରାଯାଇଛି। ପ୍ଲାଷ୍ଟିକ କଳସ, ପ୍ଲାଷ୍ଟିକ ତିଆରି ଅନ୍ୟ ସାମଗ୍ରୀ ସଂପୂର୍ଣ୍ଣ ସମ୍ପୂର୍ଣ୍ଣ ଭାବେ ନିଷେଦ୍ଧ କରାଯାଇଛି। ଏନେଇ ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ନୂଆ ପୋଲ ପୂର୍ବରୁ…

ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣା: ରାଜଭବନ…

ଓଏଲ୍‌ ବ୍ୟୁରୋ: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଏଏସ୍ଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ରାଜଭବନରେ ଲଳିତ ମାଡ଼ ମାରିଥିବା ନେଇ ଥାନାରେ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ। ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼କୁ…

ରତ୍ନଭଣ୍ଡାର ମରାମତି ପରେ ଗଣତି ହେବ…

ଓଏଲ୍‌ ବ୍ୟୁରୋ: ଖୋଲିଲା ଭିତର ରତ୍ନଭଣ୍ଡାର। ରତ୍ନଭଣ୍ଡାର ଭିତରକୁ ଯାଇ ଅନୁଧ୍ୟାନ କଲେ ଗଜପତି ମହାରାଜ। ଆଜି ସଂଧ୍ୟା ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରାଯିବ ବୋଲି କହିଛନ୍ତି ଗଜପତି ମହାରାଜ। ଗଜପତି ମହାରାଜଙ୍କ ସହ ମୋଟ ୧୧ ଜଣିଆ କମିଟି ସଦସ୍ଯ ଭଣ୍ଡାର ମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ତାଙ୍କ ସହ…