Odisha Link
Bridging the Missing Links in Odisha

ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ, କଟକ ଏସ୍‌ସିବିରେ ଚାଲିଛି ଚିକିତ୍ସା

ଓଏଲ୍‌ ବ୍ୟୁରୋ: ପୁଣି ଅସୁସ୍ଥ ହେଲେ ପଦ୍ମଶ୍ରୀ କମଳା ପୂଜାରୀ। କିଡନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ କମଳା ପୂଜାରୀଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଗତକାଲି ରାତିରେ ଆମ୍ବୁଲାନ୍ସ ଯୋଗେ ଅଣାଯାଇଛି। ଏସ୍‌ସିବିର ୪ ଜଣିଆ ଡାକ୍ତରୀ ଟିମ୍ ଚିକିତ୍ସା କରୁଛନ୍ତି। ଗତ ମଙ୍ଗଳବାର ସନ୍ଧ୍ୟାରେ ଅସୁସ୍ଥ ହେବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏକ ସ୍ବତନ୍ତ୍ର କ୍ୟାବିନରେ ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରୁଥିଲେ ୮ ଜଣିଆ ଡାକ୍ତରୀ ଟିମ୍। ତେବେ ବାର୍ଦ୍ଧକ୍ୟ ଯୋଗୁଁ ସେ ବାରମ୍ବାର ଅସୁସ୍ଥ ହୋଇପଡୁଥିବା ଜଣାପଡିଛି।

Leave A Reply

Your email address will not be published.