Odisha Link
Bridging the Missing Links in Odisha

ସୁପ୍ରିମ୍ ନିର୍ଦ୍ଦେଶ: ଶନିବାର ମଧ୍ୟାହ୍ନ ସୁଦ୍ଧା ପ୍ରକାଶ ପାଇବ ନିଟ୍‌-ୟୁଜି ରେଜଲ୍ଟ

ଓଏଲ୍‌ ବ୍ୟୁରୋ: ନିଟ୍‌-ୟୁଜି ରେଜଲ୍ଟକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ଶନିବାର ମଧ୍ୟାହ୍ନ ସୁଦ୍ଧା ନିଟ୍‌-ୟୁଜି ରେଜଲ୍ଟ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରେଜଲ୍ଟ ପ୍ରକାଶ ନେଇ ଏନ୍‌ଟିଏକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ସହର ୱାରୀ ଏବଂ ପରୀକ୍ଷା କେନ୍ଦ୍ର ୱାରୀ ରେଜଲ୍ଟ ପ୍ରକାଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ନାମ ଗୋପନ ରଖି ରେଜଲ୍ଟ ପ୍ରକାଶ ପାଇଁ ନିର୍ଦ୍ଦେଶ ଜାରି ହୋଇଛି।

Leave A Reply

Your email address will not be published.