Odisha Link
Bridging the Missing Links in Odisha

କେନ୍ଦ୍ରୀୟ ବଜେଟ୍ ୨୦୨୪: ୪୭୬ ପୃଷ୍ଠାର ବଜେଟ୍ ଉପସ୍ଥାପନା କରୁଛନ୍ତି ଅର୍ଥମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଆଜି ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସପ୍ତମ ଥର ପାଇଁ ଆଜି ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ। ୨୦୨୪-୨୦୨୫ ଆର୍ଥିକ ବର୍ଷ ବଜେଟ ଉପରେ ସମସ୍ତଙ୍କ ନଜର ରହିଛି। କ୍ରମାଗତ ସପ୍ତମ ଥର ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନା କରିଥିବା ସୀତାରମଣ ଦେଶର ପ୍ରଥମ ଅର୍ଥମନ୍ତ୍ରୀ ହୋଇଛନ୍ତି। ୪୭୬ ପୃଷ୍ଠାର ବଜେଟ୍ ଉପସ୍ଥାପନା କରୁଛନ୍ତି ଅର୍ଥମନ୍ତ୍ରୀ।

Leave A Reply

Your email address will not be published.