Odisha Link
Bridging the Missing Links in Odisha

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ। ଆସନ୍ତାକାଲି ରାଜ୍ୟ ବଜେଟ୍ ହେବାକୁ ଥିବାବେଳେ ଆଜି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିବେ।

Leave A Reply

Your email address will not be published.