Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ବାବୁ। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଉଛନ୍ତି ବଲାଙ୍ଗିର ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନିଲ କୁମାର ରାଉତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବାବେଳେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଭୁବନେଶ୍ବର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିରରେ ଚଢ଼ାଉ ଜାରି ରହିଛି।

Leave A Reply

Your email address will not be published.