Odisha Link
Bridging the Missing Links in Odisha

ଓଡ଼ିଆ ଅସ୍ମିତା ଆମର ପରିଚୟ: ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରୁଛନ୍ତି। ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ ଆଗତ କରିଛନ୍ତି। ଏହି ଅବସରରେ ଓଡ଼ିଆ ଅସ୍ମିତା ଆମର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Leave A Reply

Your email address will not be published.