Odisha Link
Bridging the Missing Links in Odisha
Daily Archives

July 26, 2024

ଲୋୟର ସୁକତେଲ ପ୍ରକଳ୍ପ ମୁଖ୍ୟଯନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ବନ୍ଦା ହେଲେ କଳା ଟଙ୍କାର କୁବେର ସୁନିଲ ରାଉତ। ଭିଜିଲାନ୍ସ ଜାଲରେ ପଡ଼ିଥିବା ବଲାଙ୍ଗିର ଲୋୟର ସୁକତେଲ୍‌ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନିଲ କୁମାର ରାଉତଙ୍କଠୁ ବିପୁଳ ସମ୍ପତ୍ତି ଠାବ କରାଯିବାପରେ ଆଜି ତାଙ୍କୁ ଗିରଫ କରାଯାଇଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।…

ଜମ୍ମୁ କଶ୍ମୀର ସୀମାରେ ହାଇ ଆର୍ଲଟ ଜାରି,…

ଓଏଲ୍‌ ବ୍ୟୁରୋ: ଆଗକୁ ଦେଶ ପାଳନ କରିବ ୭୮ ତମ ସ୍ବାଧୀନତା ଦିବସ। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ କିଛି ଦିନ ହେବ ସୀମାରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଜମ୍ମୁ କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହିତ ସତର୍କତାର ସହିତ…

ସୋଆ ଏବଂ କେନ୍ଦ୍ରୀୟ କୃଷି…

ଓଏଲ୍‌ ବ୍ୟୁରୋ: ଶିକ୍ଷା ଓ ଗବେଷଣା ସମେତ ଜଳବାୟୁ ପ୍ରଭାବିତ କୃଷିକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ (ସିଏୟୁ), ଇମ୍ଫାଲ ମଧ୍ୟରେ ଗୁରୁବାର ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି। ବୁଝାମଣା ଅନୁଯାୟୀ ସୋଆ ଏବଂ ସିଏୟୁ ପରସ୍ପର ମଧ୍ୟରେ ଛାତ୍ରଛାତ୍ରୀ, ଗବେଷକ ଏବଂ…

ଓଡ଼ିଶାରେ ଆଳୁ ସଙ୍କଟ, ମମତାଙ୍କୁ ଚିଠି…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ଆକାଶ ଛୁଆଁ ହେବାରେ ଲାଗିଛି ଦର। ଗୁରୁବାର ହଠାତ୍‌ ଆଳୁ କିଲୋ ପିଛା ଦର ୫୦ ଛୁଇଁଛି। ପୂର୍ବରୁ କେବେବି ବର୍ଷା ଋତୁରେ ଆଳୁ ଦର ବୃଦ୍ଧି ପାଇବା ଦେଖାଯାଇନଥିଲା। କିନ୍ତୁ ଚଳିତବର୍ଷ ଏହା ଖାଉଟିଙ୍କ ଚିନ୍ତାର କାରଣ ପାଲଟିଛି। ଓଡ଼ିଶାରେ ଆଳୁ ସଙ୍କଟକୁ ଦୂର କରିବା ପାଇଁ ପୂର୍ବତନ…

ହଟିବ ପୁରୁଣା ଟୋଲ୍ ସଂଗ୍ରହ ବ୍ୟବସ୍ଥା,…

ଓଏଲ୍‌ ବ୍ୟୁରୋ: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ଦେଶର ଜାତୀୟ ରାଜପଥରେ ଟୋଲ ସଂଗ୍ରହ ପାଇଁ ଉପଗ୍ରହ(ସାଟେଲାଇଟ) ଆଧାରିତ ବ୍ୟବସ୍ଥା ଆରମ୍ଭ ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏକ ବଡ଼ ନିଷ୍ପତ୍ତି ନେଇ ବର୍ତ୍ତମାନର…

ମହିଳା ଏସିଆ କପ୍‌ ୨୦୨୪: ୯ମ ଥର ପାଇଁ…

ଓଏଲ୍‌ ବ୍ୟୁରୋ: ମହିଳା ଏସିଆ କପ୍‌ ୨୦୨୪ର ଫାଇନାଲରେ ଟିମ୍‌ ଇଣ୍ଡିଆ। ଭାରତୀୟ ମହିଳା ଦଳ ଏସିଆ କପ୍‌ର ପ୍ରଥମ ସେମି ଫାଇନାଲରେ ବାଂଲାଦେଶକୁ ୧୦ ଓ୍ବିକେଟରେ ହରାଇ ଫାଇନାଲରେ ପ୍ରବେଶ କରିଛି। ବୋଲିଂ ପରେ ବ୍ୟାଟିଂରେ ଦମଦାର ପ୍ରଦର୍ଶନ କରି ସହଜ ବିଜୟ ହାସଲ କରିଛି ଭାରତୀୟ ମହିଳା ଦଳ। ୮ମ ଥର ଏସିଆ କପ୍‌…

କେବେ ଆରମ୍ଭ ହେବ ସୁଭଦ୍ରା ଯୋଜନା?…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ…

ବଡ଼ ଖବର: ଜୁଲାଇ ୨୯ରେ ବନ୍ଦ ରହିବ…

ଓଏଲ୍‌ ବ୍ୟୁରୋ: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଛି। ବିଧାନସଭା ଅଧିବେଶନ ଜାରି ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏଥି ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ…

ପୁରୀ ଆନ୍ତର୍ଜାତୀୟ ବିମାନବନ୍ଦର…

ଓଏଲ୍‌ ବ୍ୟୁରୋ:‌ ସଂସଦର ବଜେଟ୍ ଅଧିବେଶନ ଜାରି ରହିଛି। ଏହି ଅବସରରେ ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର ଗତକାଲି ସଂସଦରେ ପୁରୀରେ ପ୍ରସ୍ତାବିତ ଆନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣର ଅଗ୍ରଗତି ସମ୍ବନ୍ଧରେ ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଥିଲେ। ଏହି ପ୍ରଶ୍ନର ଉତ୍ତରରେ ନାଗରିକ ଉଡ୍ଡୟନ…

ବିଧାନସଭାରେ ମୁଲତବି ପ୍ରସ୍ତାବ ଖାରଜ,…

ଓଏଲ୍‌ ବ୍ୟୁରୋ: ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନ। କ୍ରମାଗତ ୪ ଦିନ ପରେ ଆଜି ବିଧାନସଭାରେ ଗୃହକାର୍ଯ୍ୟ ସୁରୁଖୁରୁ ଭାବେ ଚାଲିଥିଲା। ପ୍ରଥମାର୍ଦ୍ଧରେ ପ୍ରଶ୍ନକାଳ, ଶୁନ୍ୟକଳ ଏବଂ ମୁଲତବୀ ଆଲୋଚନା ସମାପ୍ତ ହେବା ପରେ ଉପ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି। ପ୍ରଥମାର୍ଦ୍ଧରେ…