Odisha Link
Bridging the Missing Links in Odisha

ବଡ଼ ଖବର: ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଓଏଲ୍‌ ବ୍ୟୁରୋ: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଛି। ବିଧାନସଭା ଅଧିବେଶନ ଜାରି ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏଥି ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ପ୍ରଦାନ କରାଯାଇଛି। ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।

Leave A Reply

Your email address will not be published.