Odisha Link
Bridging the Missing Links in Odisha

କେନ୍ଦୁଝର ଓ ସୋନପୁରରେ ପ୍ରତିଷ୍ଠା ହେବ ଇ.ଏସ୍‌.ଆଇ ହସ୍ପିଟାଲ

ଓଏଲ୍‌ ବ୍ୟୁରୋ: ରାଜ୍ୟର ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ ଇ.ଏସ୍‌.ଆଇ ହସ୍ପିଟାଲ। ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.