Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷିବ!

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୨ଦିନ ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.