Odisha Link
Bridging the Missing Links in Odisha
Daily Archives

July 29, 2024

ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର…

ଓଏଲ୍‌ ବ୍ୟୁରୋ: ଖୋଲିସାରିଛି ରତ୍ନଭଣ୍ଡାର ଆଉ ସ୍ଥାନାନ୍ତର ହୋଇସାରିଛି ଅଳଙ୍କାର। ଏସବୁ ଭିତରେ ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଥିବାବେଳେ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ ହେବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସଆଇ ସହ ବୈଠକ ହେବ।…

ଖୋଲିଛି ହୀରାକୁଦ ଡ୍ୟାମ, ୨୦ଟି ଗେଟ୍‌ରେ…

ଓଏଲ୍‌ ବ୍ୟୁରୋ: ଗତକାଲି ଖୋଲିଛି ହୀରାକୁଦ ଡ୍ୟାମ ଗେଟ୍। ସ୍ଲୁଇସ୍‌ ଗେଟ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଥିବାବେଳେ ୨୦ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସକାଳ ୬ଟା ସୁଦ୍ଧା…

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି…

ଓଏଲ୍‌ ବ୍ୟୁରୋ: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଛି। ବିଧାନସଭା ଅଧିବେଶନ ଜାରି ରହିଥିବାରୁ ଆଜି (ସୋମବାର) ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରଖାଯାଇଛି। ଏଥି ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଜନସାଧାରଣଙ୍କ ଅବଗତି…