Odisha Link
Bridging the Missing Links in Odisha

ଆପାର୍ଟମେଣ୍ଟକୁ ନେଇ ବଡ଼ ଖୁଲାସା, ରାଜଧାନୀରେ ରହିଛି ୬୮୯ଟି ବେଆଇନ ଆପାର୍ଟମେଣ୍ଟ

ଓଏଲ୍ ବ୍ୟୁରୋ: ବଜେଟ୍‌ ଅଧିବେଶନର ସପ୍ତମ ଦିନରେ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ। ରାଜ୍ୟରେ ଥିବା ଆପାର୍ଟମେଣ୍ଟକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପତି ଗୃହରେ ପ୍ରଶ୍ନ କରିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉତ୍ତର ରଖିଛନ୍ତି। ରାଜ୍ୟର ବିଭିନ୍ନ ସହରରେ ୭୧୯ ଆପାର୍ଟମେଣ୍ଟ ରହିଛି। କେବଳ ଭୁବନେଶ୍ୱରରେ ୬୮୯ଟି ବେଆଇନ ଆପାର୍ଟମେଣ୍ଟ ରହିଛି। କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଏନେଇ ଉତ୍ତର ରଖିଛନ୍ତି।

Leave A Reply

Your email address will not be published.