Odisha Link
Bridging the Missing Links in Odisha

କେରଳରେ ଭୂସ୍ଖଳନ: ୧୧ ମୃତ, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓଏଲ୍ ବ୍ୟୁରୋ: କେରଳରେ ଭୟଙ୍କର ଭୂସ୍ଖଳନ ହୋଇଥିବା ଖବର ସାମ୍ନାକୁ ଆସିଛି। ୧୧ ଜଣଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଥିବା ବେଳେ ଶତାଧିକ ଫସି ରହିଥିବା ଜଣା ପଡ଼ିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

Leave A Reply

Your email address will not be published.