Odisha Link
Bridging the Missing Links in Odisha
Daily Archives

August 1, 2024

କେରଳ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୨୫୦…

ଓଏଲ୍‌ ବ୍ୟୁରୋ: କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ ହୋଇଥିବା ଖବର ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିର କେରଳ ଭୂସ୍ଖଳନ ହାହାକାର ସୃଷ୍ଟି କରିଛି। ତାଣ୍ଡବ ସ୍ଥଳରୁ ସେନା, ଏନଡିଆରଏଫ୍‌, ଅଗ୍ନିଶମ ସମେତ ବିଭିନ୍ନ ଏଜେନ୍ସି ଓ ସ୍ବେଚ୍ଛାସେବୀ ସଂଗଠନ ଜୀବନର ସନ୍ଧାନ କରୁଛନ୍ତି। ସେମାନଙ୍କ…

ପରଲୋକରେ କିମ୍ବଦନ୍ତୀ କ୍ରିକେଟର ଅଂଶୁମାନ…

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଭାରତୀୟ କ୍ରିକେଟର କିମ୍ବଦନ୍ତୀ କ୍ରିକେଟର ଅଂଶୁୁମାନ ଗାଏକଓ୍ବାଡ। ବ୍ଲଡ କ୍ୟାନସର ରୋଗ ସହିତ ଲମ୍ବା ଲଢ଼େଇ ଲଢ଼ିବା ପରେ ୭୧ ବର୍ଷ ବୟସରେ ଅଂଶୁମାନ ଗାଏକଓ୍ବାଡଙ୍କ ପରଲୋକ ହୋଇଛି। ୧୨ ବର୍ଷର କ୍ୟାରିୟରରେ ଗାଏକଓ୍ବାଡ ୪୦ ଟେଷ୍ଟ ଓ ୧୫ଟି ଦିନିକିଆ ମ୍ୟାଚ ଖେଳିଥିଲେ। ସେ…

ରାଜ୍ୟରେ ମୌସୁମୀ ସକ୍ରିୟ, ବାରିପଦାରେ…

ଓଏଲ୍‌ ବ୍ୟୁରୋ: ଘୂର୍ଣ୍ଣିବଳୟ ସହ ରାଜ୍ୟରେ ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରି ରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିପାରେ। ବିଶେଷକରି ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ…

ହିମାଚଳରେ ପ୍ରବଳ ବର୍ଷା, ମିଳୁନି ୫୦ରୁ…

ଓଏଲ୍ ବ୍ୟୁରୋ: କେରଳର ଦୁର୍ଦ୍ଦଶା ଶେଷ ହୋଇନଥିବାବେଳେ ହିମାଚଳପ୍ରଦେଶରେ ପ୍ରକୃତିର କରାଳ ରୂପ ଦେଖିବାକୁ ମିଳିଛି। ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରବଳ ବର୍ଷା ଯୋଗୁଁ ୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ରହିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି…

‘ସମ୍ବଲପୁରୀ ଦିନ୍’ର ଶୁଭେଚ୍ଛା ଜଣାଇଲେ…

ଓଏଲ୍ ବ୍ୟୁରୋ: ଆଜି ସମ୍ବଲପୁରୀ ଦିବସ। ସମ୍ବଲପୁରୀ ଭାଷା ସାହିତ୍ୟର ଜନକ ସ୍ୱର୍ଗତଃ କବି ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିବସ ଭାବେ ପାଳନ କରାଯାଏ। ସମ୍ବଲପୁର ଭାଷା ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ତାଙ୍କ ଜନ୍ମଦିନକୁ ୨୦୧୩ରୁ ଏହି ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ…

ଆଜି ସମ୍ବଲପୁରୀ ଦିବସ, ଉତ୍ସବ ମୁଖର…

ଓଏଲ୍ ବ୍ୟୁରୋ: ଆଜି ସମ୍ବଲପୁରୀ ଦିବସ। ସମ୍ବଲପୁରୀ ଭାଷା ସାହିତ୍ୟର ଜନକ ସ୍ୱର୍ଗତଃ କବି ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିବସ ଭାବେ ପାଳନ କରାଯାଏ। ସମ୍ବଲପୁର ଭାଷା ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ତାଙ୍କ ଜନ୍ମଦିନକୁ ୨୦୧୩ରୁ ଏହି ଦିବସ ଭାବେ ପାଳନ କରାଯାଉଛି। ପ୍ରତିବର୍ଷ ଏହି…

ରାଜ୍ୟରେ ମୌସୁମୀ ସକ୍ରିୟ, ଆଜି ୬…

ଓଏଲ୍‌ ବ୍ୟୁରୋ: ଘୂର୍ଣ୍ଣିବଳୟ ସହ ରାଜ୍ୟରେ ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରି ରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିପାରେ। ବିଶେଷକରି ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ…

୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ…

ଓଏଲ୍ ବ୍ୟୁରୋ: ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଆଜିଠୁ ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। କୁମ୍ଭୀରମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା।…