Odisha Link
Bridging the Missing Links in Odisha

ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଲ୍ ବ୍ୟୁରୋ: ରାଜ୍ୟ ସରକାର ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୬ ଜଣ ଓଏଏସ୍ ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ ଜାରି କରାଯାଇଛି।

ବିଜ୍ଞପ୍ତି ଅନୁସାରେ….

୧-ଲାଲା ମନୋଜ କୁମାର ରାୟ, ଡେପୁଟି ଡିଜି, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ

୨- ଶୁଭ୍ରାଂଶୁ ମିଶ୍ର, ଅତିରିକ୍ତ ସଚିବ, କୃଷି ଓ କୃଷକ କଲ୍ୟାଣ

୩- ରବୀନ୍ଦ୍ର କୁମାର ସେଠୀ, ଜେନେରାଲ ମ୍ୟାନେଜର, ଓଡ଼ିଶା ବନ ଉନ୍ନୟନ ନିଗମ

୪-ମନୋଜ କୁମାର ସ୍ୱାଇଁ, ଯୁଗ୍ମ କମିଶନର, ବିଡିଏ

ବିଭିନ୍ନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିଲେ, ଏବେ ମିଳିଲା ନୂଆ ଦାୟିତ୍ୱ

୧- ପ୍ରତାପ ଚନ୍ଦ୍ର ହୋତା, ସ୍ୱତନ୍ତ୍ର ସଚିବ, ସଂସଦୀୟ ବ୍ୟାପାର

୨- ପ୍ରଶାନ୍ତ କିଶୋର ମହାପାତ୍ର, ଅତିରିକ୍ତ ସଚିବ, ଉଚ୍ଚଶିକ୍ଷା ବିଭାଗ

୩- ଏସକେ ଜମିରୁଦ୍ଦିନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ

୪- ମାନସ ରଞ୍ଜନ ପାଢ଼ୀ, ଅତିରିକ୍ତ ସଚିବ, ସାଧାରଣ ପ୍ରଶାସନ ବିଭାଗ

୫- ସୁରଞ୍ଜନ ପ୍ରଧାନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ

୬- ସରୋଜ କୁମାର ରାଉତ, ଅତିରିକ୍ତ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗ

୭- ଅରୂପ କୁମାର ସାହୁ, ଅତିରିକ୍ତ ସଚିବ, ପଂଚାୟତିରାଜ ଓ ପାନୀୟ ଜଳ

୮- ପୂର୍ଣ୍ଣଚନ୍ଦ୍ର ଦଳେଇ, ଅତିରିକ୍ତ ସଚିବ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ

୯- ବିଜୟ କୁମାର ସ୍ୱାଇଁ, ଅତିରିକ୍ତ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ

୧୦-ସୁକାନ୍ତ କୁମାର ପ୍ରଧାନ, ଅତିରିକ୍ତ ସଚିବ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

୧୧-କୈଳାସ ଚନ୍ଦ୍ର ଦାସ, ଯୁଗ୍ମ କମିଶନର, ଭୁବନେଶ୍ୱର ମହାନଗର ନିଗମ

୧୨-ରଶ୍ମୀରଞ୍ଜନ ସାହୁ ମୁଖ୍ୟ, ଜେନେରାଲ ମ୍ୟାନେଜର, ଓସଡମା

୧୩- ଅଞ୍ଜନ କୁମାର ଦାସ, ଯୁଗ୍ମ ସଚିବ, ସାଧାରଣ ପ୍ରଶାସନ ବିଭାଗ

୧୪-ଅରୁଣ କୁମାର ମଲ୍ଲିକ, ଯୁଗ୍ମ ସଚିବ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ

୧୫- ଦୀନକୃଷ୍ଣ କର, ଯୁଗ୍ମ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ

ଅନ୍ୟ ବରିଷ୍ଠ ଓଏଏସ୍‌ଙ୍କୁ ନୂଆ ଦାୟିତ୍ୱ

୧- ପ୍ରତାପ କୁମାର ମିଶ୍ର, ସ୍ୱତନ୍ତ୍ର ସଚିବ, ସାଧାରଣ ଉଦ୍ୟୋଗ ବିଭାଗ

୨- ସୁକାନ୍ତ କୁମାର ବେହେରା, ସଚିବ, ଓଡ଼ିଶା ମାନବାଧିକାର କମିଶନ

୩- କୃତିବାସ ରାଉତ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ

୪-ବିବେକାନନ୍ଦ ସାହୁ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ

୫- ବିଥିକା ସ୍ୱାଇଁ, ଅତିରିକ୍ତ କମିଶନର, ଚକବନ୍ଦୀ ଓ ବନ୍ଦୋବସ୍ତ,ବାଲେଶ୍ୱର

୬- ସବ୍ୟସାଚୀ ହୋତା, ଜେନେରାଲ ମ୍ୟାନେଜର, ଓକାକ୍‌, ଭୁବନେଶ୍ୱର

୭- ଚିନ୍ମୟ କୁମାର ଆଚାର୍ଯ୍ୟ, ଯୁଗ୍ମ ସଚିବ, ସଂସଦୀୟ ବ୍ୟାପାର

 

 

 

Leave A Reply

Your email address will not be published.