Odisha Link
Bridging the Missing Links in Odisha
Daily Archives

August 6, 2024

ଓ୍ବାୟନାଡ ଭୂସ୍ଖଳନ: ୪୦୨ ଛୁଇଁଲା ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: କେରଳର ଓ୍ବାୟନାଡରେ ସବୁକିଛି ଉଜାଡ଼ି ଦେଇଛି ଭୂସ୍ଖଳନ। କେରଳ ସରକାରଙ୍କ ସର୍ବଶେଷ ତଥ୍ୟ ଅନୁଯାୟୀ ୱାୟାନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୪୦୨ଛୁଇଁଛି। ଏଥିସହିତ ଏପର୍ଯ୍ୟନ୍ତ ୧୭୦ରୁ ଅଧିକ ଲୋକଙ୍କ ପତ୍ତା ମିଳିପାରି ନାହିଁ। ଉଦ୍ଧାର କାର୍ଯ୍ୟରେ ୧୨୦୦ ଟିମ୍‌ ନିୟୋଜିତ ଅଛନ୍ତି। ସେନା,…

ଗିରଫ ହେଲେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ,…

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସୋମବାର କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଉଛନ୍ତି ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ।…

ଅଶାନ୍ତ ବାଂଲାଦେଶ, ସର୍ବଦଳୀୟ ବୈଠକ…

ଓଏଲ୍‌ ବ୍ୟୁରୋ: ଭାରତର ପଡ଼ୋଶୀ ରାଷ୍ଟ୍ର ବାଂଲାଦେଶର ସ୍ଥିତି ଅଣାୟତ୍ତ। ହିଂସା ଯୋଗୁଁ ବାଂଲାଦେଶ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଏସବୁ ମଧ୍ୟରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଶେଖ ହସିନା। ବାଂଲାଦେଶ ପାଇଁ ସର୍ବଦଳୀୟ ବୈଠକ ହୋଇଛି। ବାଂଲାଦେଶ ସ୍ଥିତି ନେଇ ସଂସଦ ଭବନରେ…

ନିଟ୍ ପେପର ଲିକ୍ ମାମଲା: ଭୁବନେଶ୍ବରରୁ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଲାଗି ରହିଛି ନିଟ୍‌ ପରୀକ୍ଷା ବିବାଦ। ସାରା ଦେଶରେ ଜୋରଦାର ବିରୋଧ ଜାରି ରହିଥିବା ବେଳେ ପୁଲିସକୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୁଲିସ ବାନ୍ଧିଥିବାବେଳେ ଏବେ ଆଉ ଜଣଙ୍କୁ ଗିରଫ କରିଛି। ପାଟଣାର ପଙ୍କଜ କୁମାର ଓ ରାଜୁ ସିଂଙ୍କୁ ସିବିଆଇ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୭…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଏଭଳି ସ୍ଥିତିରେ ୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ୪ ଦିନ ଉତ୍ତର ଓ ଉପକୂଳ…