Odisha Link
Bridging the Missing Links in Odisha
Daily Archives

August 7, 2024

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ବହୁ…

ଓଏଲ୍‌ ବ୍ୟୁରୋ: ଆଉ କିଛି ସମୟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେବ। ଏହି ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହେବ। ମୋହନ ସରକାରଙ୍କ ଏହା ଚତୁର୍ଥ କ୍ୟାବିନେଟ୍ ବୈଠକ। ତେବେ ଏହି…

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ,…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଉଛନ୍ତି ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର,…

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କର ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ନୀତି ପରେ ମହାସ୍ନାନ କରାଯାଇ ଦର୍ଶନ ଆରମ୍ଭ ହେବ। ପ୍ରାକୃତିକ…

ହକି: ସେମି ଫାଇନାଲରେ ହାରିଲା ଭାରତ, ଏବେ…

ଓଏଲ୍‌ ବ୍ୟୁରୋ: ପ୍ୟାରିସ୍‌ ଅଲିମ୍ପିକ୍ସର ହକି ଇଭେଣ୍ଟର ସେମି ଫାଇନାଲ ମୁକାବିଲା ହାରିଲା ଟିମ୍‌ ଇଣ୍ଡିଆ। ସେମି ଫାଇନାଲରେ ଭାରତକୁ ୩-୨ରେ ମାତ୍‌ ଦେଇ ଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ଭାରତ ଏବେ ବ୍ରୋଞ୍ଜ ପଦକ ମ୍ୟାଚ୍‌ ଖେଳିବ। ୮ ତାରିଖରେ ବ୍ରୋଞ୍ଜ ପଦକ ମ୍ୟାଚ୍‌ ଖେଳିବ ଭାରତ। ସ୍ପେନ୍‌…