Odisha Link
Bridging the Missing Links in Odisha

ଓଡ଼ିଆ ଆଇପିଏସ୍ ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଓଏଲ୍‌ ବ୍ୟୁରୋ: ଓଡ଼ିଆ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରାଯାଇଛି। ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ ହେଲେ ଜାମ୍ମୁକାଶ୍ମୀର ଡିଜିପି। AGMUT କ୍ୟାଡର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଡିଜିପି ଭାବେ କାର୍ଯ୍ୟକରିବେ ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁ। ଏବେ ଜାମ୍ମୁକାଶ୍ମୀରର କାର୍ଯ୍ୟକାରୀ ଡିଜିପି ଭାବେ ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁ ଦାୟିତ୍ୱରେ ଅଛନ୍ତି।

Leave A Reply

Your email address will not be published.