ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା…
ଓଏଲ୍ ବ୍ୟୁରୋ: କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କଲେ ସୁପ୍ରିମକୋର୍ଟ। ହତ୍ୟ ଘଟଣାକୁ ନେଇ ବର୍ଷିବା ସହିତ ଳମ୍ବରେ ଏଫ୍ଇଆର୍ ରୁଜୁ ହୋଇଥିବା ନେଇ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ। ଗୁରୁବାର ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦେବାକୁ ସିବିଆଇକୁ ସର୍ବୋଚ୍ଚ ଅଦାଲତ…