Odisha Link
Bridging the Missing Links in Odisha
Daily Archives

August 21, 2024

ଭାରତୀୟ ହକି ଦଳକୁ ସମ୍ବର୍ଦ୍ଧିତ କଲେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଭାରତୀୟ ହକି ଦଳକୁ ଭବ୍ୟ ସ୍ବାଗତ। ପ୍ୟାରିସ୍‌ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା କରିଛନ୍ତି ଓଡ଼ିଶା ସରକାର। ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ଏକ ବିଶାଳ ରୋଡ ଶୋ’ରେ କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଥିଲା ଭାରତୀୟ…

ରାଜ୍ୟସଭା ଉପନିର୍ବାଚନ: ମମତାଙ୍କ ପରେ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ରାଜନୀତିରେ ରୋଚକ ଦୃଶ୍ୟ। ଆଜି ପୂର୍ବାହ୍ନରେ ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ। ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ। କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ସବୁଠୁ ବଡ଼କଥା…

ସେପ୍ଟେମ୍ବର ଶେଷ ସୁଦ୍ଧା ପ୍ରତି ଘରେ…

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତି ଘରେ ପହଞ୍ଚିବ ବିଜୁଳି। ବିଦ୍ୟୁତକରଣ ହେଇନଥିବା ଘର ଗୁଡ଼ିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ।…

ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା,…

ଓଏଲ୍‌ ବ୍ୟୁରୋ: ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେବାକୁ ଯାଉଛନ୍ତି ବଡ଼ ନିଷ୍ପତ୍ତି। ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରତି ମିଲ୍‌ ପିଛା ୧ ଟଙ୍କା ବୃଦ୍ଧି ହେବ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ…

ଭୁବନେଶ୍ବରରେ ଭାରତୀୟ ହକି ଦଳର ସଦସ୍ୟ,…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଭାରତୀୟ ହକି ଦଳ। ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳକୁ ବିମାନବନ୍ଦରରେ ସ୍ବାଗତ କରାଯାଇଛି। ବ୍ରୋଞ୍ଜ ବିଜେତା ଭାରତୀୟ ହକି ଦଳକୁ ସମ୍ବର୍ଦ୍ଧିତ କରିବେ ରାଜ୍ୟ ସରକାର। ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭାରତୀୟ…

ଆଇସିସି ସିଂହାସନ ଉପରେ ହେବ ଭାରତର ରାଜ,…

ଓଏଲ୍‌ ବ୍ୟୁରୋ: ବିଶ୍ବ କ୍ରିକେଟରେ ରାଜ କରିବାକୁ ଯାଉଛି ଭାରତ। ଆଇସିସି ସିଂହାସନ ଉପରେ ହେବ ଭାରତର ରାଜ। କାରଣ ଆଇସିସିର ନୂଆ ଅଧ୍ୟକ୍ଷ ହେବାକୁ ଯାଉଛନ୍ତି ବିସିସିଆଇ ସମ୍ପାଦକ ଜୟ ଶାହ। ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ବର୍ତ୍ତମାନର ଅଧ୍ୟକ୍ଷ ଗ୍ରେଗ ବାର୍କଲେଙ୍କ କାର୍ଯ୍ୟକାଳ ନଭେମ୍ବର…

ସିମ୍‌ ବକ୍ସ ମାମଲା: ଭୁବନେଶ୍ବରରେ…

ଓଏଲ୍‌ ବ୍ୟୁରୋ: ସିମ୍ ବକ୍ସ ମାମଲାରେ ରାଜୁ ମଣ୍ଡଳ ଗିରଫ ହେବା ଘଟଣାରେ ଆସିଲା ନୂଆ ଟ୍ୱିଷ୍ଟ। ରାଜୁ ମଣ୍ଡଳ ନିଖୋଜ ହେବା ନେଇ ପରିବାର ଲୋକ ଥାନାରେ ଏତଲା ଦେଇଥିଲେ। ମିସିଂ ରିପୋର୍ଟ ପାଇବା ପରେ ରାଜୁ ମଣ୍ଡଳ ମୋବାଇଲ ଫୋନ୍ ଟ୍ରାକ କରିଥିଲା ପଶ୍ଚିମବଙ୍ଗ ପୁଲିସ। ରାଜୁର ଲାଷ୍ଟ ଲୋକେଶନ୍ ଲକ୍ଷ୍ମୀସାଗର…

ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର…

ଓଏଲ୍‌ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହନ୍ତ। ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ। କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହନ୍ତ। ଗତକାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ସଂଖ୍ୟା…

ଫେବ୍ରୁଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା,…

ଓଏଲ୍‌ ବ୍ୟୁରୋ: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ୨୦୨୫ ଫେବ୍ରୁଆରୀ ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। ସେ କହିଛନ୍ତି, ଏଥର ଯୁକ୍ତ ଦୁଇ ପରୀକ୍ଷା…

ଆଜି ଆସୁଛନ୍ତି ଭାରତୀୟ ପୁରୁଷ ହକି ଦଳ,…

ଓଏଲ୍‌ ବ୍ୟୁରୋ: ଅଲିମ୍ପିକ୍ସ ହିରୋଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ଓଡ଼ିଶା। ଆଜି ଓଡ଼ିଶା ଆସୁଛନ୍ତି ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳ। ଅପରାହ୍ନ ୧୨.୩୦ରେ ଆଜି ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିବେ ଭାରତୀୟ ହକି ଦଳର ଖେଳାଳି।ଭୁବନେଶ୍ୱରରେ ପହଞ୍ଚିବା ପରେ ଖେଳାଳିଙ୍କୁ…