Odisha Link
Bridging the Missing Links in Odisha
Daily Archives

August 22, 2024

ନିଖିଳ ଉତ୍କଳ ପାଟରା ସମିତି ପକ୍ଷରୁ…

ଓଏଲ୍‌ ବ୍ୟୁରୋ: ୟୁନିଟ୍ ୩ ସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ନିଖିଳ ଉତ୍କଳ ପାଟରା ସମିତି ପକ୍ଷରୁ ପ୍ରତୀକାତ୍ମକ ଗହ୍ମା ପର୍ବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମିତି ସଭ୍ୟ ମାନଙ୍କ ସହ…

ଭାପୁର ବ୍ଲକ୍‌ ଉପନିର୍ବାଚନ: ବିଜେଡିର…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନର ଅଢ଼େଇ ମାସ ପରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ବିଜେଡି-ବିଜେପି। ରାଜ୍ୟର ୬ଟି ବ୍ଲକରେ ଅନୁଷ୍ଠିତ ହେଉଛି ଉପନିର୍ବାଚନ। ଉପନିର୍ବାଚନ ହେବାକୁ ଥିବା ସମସ୍ତ ୬ ବ୍ଲକ୍ ଥିଲା ବିଜେଡି ପାଖରେ। କିନ୍ତୁ ଏବେ ସ୍ଥିତି ବଦଳିଛି। ତେଣୁ ଉଭୟ ବିଜେପି ଏବଂ ବିଜେଡି ପାଇଁ…

ବିଧାନସଭାରେ ଉଠିଲା ସାମ୍ବାଦିକ…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଉଠିଲା ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ପ୍ରସଙ୍ଗ। ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ସମ୍ପର୍କରେ ପ୍ରଶ୍ନ କରିଥିଲେ। ଯାହାର ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ପ୍ରଶ୍ନକାଳରେ ଗୌତମ ବୁଦ୍ଧ ଦାସ ପ୍ରଶ୍ନ କରିଥିଲେ ଯେ…

ଚୋରା ମଦ ଭାଟିରେ ବୁଲିବ ବୁଲ୍‌ଡୋଜର

ଓଏଲ୍‌ ବ୍ୟୁରୋ: ବ୍ରହ୍ମପୁର ଚିକିଟିରେ ହୋଇଥିବା ମଦ ମୃତ୍ୟୁର ଆରଡିସି ତଦନ୍ତ ହେବ। ଏନେଇ ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ୨ ମାସ ମଧ୍ୟରେ ତଦନ୍ତ ରିପୋର୍ଟ ଆସି। ସେହିପରି ଚିକିଟି ଘଟଣାରେ ଜଣଙ୍କୁ ବଦଳି ଓ ଦୁଇ ଜଣଙ୍କୁ ନିଲମ୍ବନ କରିଛନ୍ତି ସରକାର। ବେଆଇନ…

ରାଜ୍ୟର ୧୪ ଜିଲ୍ଲାକୁ ଭୂକମ୍ପ ଭୟ

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ୧୪ ଜିଲ୍ଲାକୁ ରହିଛି ଭୂକମ୍ପ ଭୟ। ଏନେଇ ଆଜି ବିଧାନସଭାରେ କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। କଂଗ୍ରେସ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଲିଖିତ ଭାବେ ଏଭଳି ଉତ୍ତର ରଖିଛନ୍ତି।…

ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଛି:…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ। ଏନେଇ ଆଜି ବିଧାନସଭାରେ କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା। ଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଏହି ସୂଚନା ଦେଇଛନ୍ତି। ବିଭାଗୀୟ…

ଲକ୍ଷ୍ମୀ ବସ୍‌: ୧୦ ମାସରେ ୩୪୭ କୋଟି…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଉଠିଲା ଲକ୍ଷ୍ମୀ ବସ୍‌ ପ୍ରସଙ୍ଗ। ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ହୋହୋଲ୍ଲା ଭିତରେ ବି କିଛି ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ମନ୍ତ୍ରୀ। ବିଜେପି ବିଧାୟକ ବିଭୂତି ଭୂଷଣ ପ୍ରଧାନ ଲକ୍ଷ୍ମୀ ବସ୍ ଯୋଜନା ବିଷୟ ଉଠାଇଥିଲେ। ଏହି ଯୋଜନାରେ କେତେ…

ଭିଜିଲାନ୍ସରେ ଜାଲରେ ରେଞ୍ଜର, ଟଏଲେଟ୍…

ଓଏଲ୍‌ ବ୍ୟୁରୋ: ସରିଛି ନିର୍ବାଚନର ପର୍ବ। ଏବେ ସାରା ରାଜ୍ୟରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ପର୍ବ। ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ। ଆଜି ସକାଳୁ ସକାଳୁ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ। ବିଭୁଦାନନ୍ଦଙ୍କ ଢେଙ୍କାନାଳ ସହରର ଷ୍ଟେସନ ବଜାରରେ ଥିବା…

୬ଟି ବ୍ଲକ୍‌ରେ ହେଉଛି ଉପ-ନିର୍ବାଚନ,…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନର ଅଢ଼େଇ ମାସ ପରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ବିଜେଡି-ବିଜେପି। ରାଜ୍ୟର ୬ଟି ବ୍ଲକରେ ଅନୁଷ୍ଠିତ ହେଉଛି ଉପନିର୍ବାଚନ। ଉପନିର୍ବାଚନ ହେବାକୁ ଥିବା ସମସ୍ତ ୬ ବ୍ଲକ୍ ଥିଲା ବିଜେଡି ପାଖରେ। କିନ୍ତୁ ଏବେ ସ୍ଥିତି ବଦଳିଛି। ତେଣୁ ଉଭୟ ବିଜେପି ଏବଂ ବିଜେଡି ପାଇଁ…