Odisha Link
Bridging the Missing Links in Odisha
Daily Archives

August 23, 2024

ମହିଳା ଡାକ୍ତର ହତ୍ୟାକୁ ନେଇ ଚାଲିଛି…

ଓଏଲ୍‌ ବ୍ୟୁରୋ: କୋଲକାତାର ଆର୍‌ଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କ ପ୍ରତି ଅତ୍ୟାଚାର ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏହି ଅବଧି ମଧ୍ୟରେ ପଶ୍ଚିମବଙ୍ଗ ସରକାରଙ୍କୁ ଅବହେଳା ପାଇଁ କଠୋର ତାଗିଦ କରାଯାଇଥିଲା। ଏହି ଘଟଣାରେ ୧୪ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲା…

ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ,…

ଓଏଲ୍‌ ବ୍ୟୁରୋ: ଆଜି ପୁଣିଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିଛି। ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତରଣ କରାଯାଉଛି। ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ ସଂରକ୍ଷିତ ରଖାଯିବ। ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତର କରିବା…

ଅବକାରୀ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ…

ଓଏଲ୍‌ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ ଆରମ୍ଭରୁ ଗୃହରେ ହୋହଲ୍ଲା ହୋଇଥିଲା। ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଆରମ୍ଭରୁ ଗୃହ କାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଦିନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ…

ରାଜ୍ୟରେ ବଢୁଛି ବେରୋଜଗାର ସଂଖ୍ୟା, ଗାଁ…

ଓଏଲ୍‌ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଆଜି ଚତୁର୍ଥ ଦିନ। ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଆରମ୍ଭରୁ ଗୃହ କାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଦିନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ। ପରେ ଗୃହ କାର୍ଯ୍ୟାରମ୍ଭ…

ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର…

ଓଏଲ୍‌ ବ୍ୟୁରୋ: ୨ ଓଡ଼ିଆ ବୈଜ୍ଞାନିକଙ୍କୁ ମିଳିଲା ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଠ୍ରପତି ଭବନରେ ଆୟୋଜିତ ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର ସମାରୋହରେ ମହାମହିମ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଭାରତର ପ୍ରଥମ ଚନ୍ଦ୍ର…

ଚିକିଟି ମଦମୃତ୍ୟୁ ମାମଲା:…

ଓଏଲ୍‌ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ ଆରମ୍ଭରୁ ଗୃହରେ ହୋହଲ୍ଲା। ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଆରମ୍ଭରୁ ଗୃହ କାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଦିନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ।…

ଚନ୍ଦ୍ରପୃଷ୍ଠରେ ଏକ ବର୍ଷ ବିତେଇଲା…

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀ ମହୋଦୟ, ନମସ୍କାର। ଆମେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଙ୍ଗ କରିବାରେ ସଫଳ ହୋଇଛି। ଏବେ ଭାରତ ଚନ୍ଦ୍ରପୃଷ୍ଠରେ ରହିଛି। ଇସ୍ରୋ (ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଙ୍ଗଠନ)ର ମୁଖିଆ ଏସ୍‌ ସୋମନାଥଙ୍କ ଏହି କଥା ଶୁଣିବା ପରେ ସାରା ଦେଶ ଝୁମି ଉଠିଥିଲା। ଏହି କଥା…

ନଦୀକୁ ଖସିଲା ଯାତ୍ରୀବାହୀ ବସ୍, ଚାଲିଗଲା…

ଓଏଲ୍‌ ବ୍ୟୁରୋ: ନେପାଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନେପାଳର ମାର୍ସାଙ୍ଗଡ଼ି ନଦୀକୁ ଏକ ଭାରତୀୟ ଯାତ୍ରୀବାହୀ ବସ୍‌ ଖସିପଡ଼ିଛି। ଘଟଣାସ୍ଥଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଏଯାବତ ଖବର ହସ୍ତଗତ ହୋଇଛି। ଦୁର୍ଘଟଣାଗସ୍ତ ହୋଇଥିବା ବସ୍‌ରେ ଥିଲେ ୪୦ ଯାତ୍ରୀ। ପୋଖରାରୁ କାଠମାଣ୍ଡୁ ଅଭିମୁଖେ ଆସୁଥିଲା…

ରାଜ୍ୟରେ ବଢ଼ିଲା ଡେଙ୍ଗୁ ଭୟ, ଦୁଇ ହଜାର…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଅଧିକ ଥିବାବେଳେ ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ଗତକାଲି…

ବନ୍ଧା ହେଲେ କୋଟିପତି ରେଞ୍ଜର, ଟଏଲେଟ୍…

ଓଏଲ୍‌ ବ୍ୟୁରୋ: ସରିଛି ନିର୍ବାଚନର ପର୍ବ। ଏବେ ସାରା ରାଜ୍ୟରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ପର୍ବ। ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ। ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବାବେଳେ ଆଜି ତାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ…