ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥିପତ୍ର…
ଓଏଲ୍ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପ୍ରତ୍ୟାହାର ପାଇଁ ତାରିଖ ଧାର୍ଯ୍ୟ ହୋଇଥିବାବେଳେ ବିଜେପି ନେତା ଜଗନ୍ନାଥ ପ୍ରଧାନ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ।…