Odisha Link
Bridging the Missing Links in Odisha
Daily Archives

August 29, 2024

ନାଲକୋକୁ ସମ୍ମାନଜନକ ବିଜୁ ପଟ୍ଟନାୟକ…

ଓଏଲ୍‌ ବ୍ୟୁରୋ: ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଉଦ୍ୟୋଗ, ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ)କୁ କ୍ରୀଡ଼ା ଏବଂ କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଯୋଗଦାନ ପାଇଁ ବର୍ଷ ୨୦୨୩ ନିମନ୍ତେ ଓଡ଼ିଶା ସରକାରଙ୍କ ତରଫରୁ ସମ୍ମାନଜନକ ବିଜୁ ପଟ୍ଟନାୟକ କ୍ରୀଡ଼ା…

ସୋଆରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଓଏଲ୍‌ ବ୍ୟୁରୋ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ସୋଆରେ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଥିଲା । ସୋଆ…

ପ୍ରାକୃତିକ ସମ୍ପଦର ମାତ୍ରାଧିକ ଉପଯୋଗ…

ଓଏଲ୍‌ ବ୍ୟୁରୋ: ବର୍ତମାନ ଦେଶର ଉପଲବ୍ଧ ପ୍ରାକୃତିକ ସଂପଦର ମାତ୍ରାଧିକ ଉପଯୋଗକୁ ପରିହାର କରି ଏହାର ବିକଳ୍ପ ରୂପେ ଅନ୍ୟ କୃଷି ଉତ୍ପାଦନ ପଦ୍ଧତିର ବ୍ୟବସ୍ଥା କରିବା ଆବଶ୍ୟକ ବୋଲି ଜଣେ ବିଶିଷ୍ଟ କୃଷି ବିଜ୍ଞାନୀ ମତ ପ୍ରକାଶ କରିଛନ୍ତି । ଭାରତର ୧୪୦ କୋଟିରୁ ଊଦ୍ଧ୍ୱର୍ ଜନସଂଖ୍ୟା ନିମନ୍ତେ ଖାଦ୍ୟର…

ରାଜ୍ୟରେ କମିଛି ଗରିବଙ୍କ ସଂଖ୍ୟା, ୬୨…

ଓଏଲ୍‌ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ଅଷ୍ଟମ ଦିବସ। ବିଧାନସଭା ଅଧିବେଶନର ଅଷ୍ଟମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଆରମ୍ଭ ହୋଇଥିବାବେଳେ କିଛି ସମୟ ପରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏସବୁ ଭିତରେ ବିଧାୟକ ସାରଦା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ…

କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲା:…

ଓଏଲ୍‌ ବ୍ୟୁରୋ: କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତାତି ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ଏହି ଘଟଣାରେ ଅଭୟାଙ୍କ ବାପା, ମାଙ୍କୁ ହସ୍ପିଟାଲରୁ ଯାଇଥିବା ପ୍ରଥମ କଲ୍‌ ରେକର୍ଡ ସାମ୍ନାକୁ ଆସିଛି। ଅଭୟାଙ୍କ ବାପା, ମାଙ୍କୁ ହସ୍ପିଟାଲର ଜଣେ ମହିଳା କର୍ମଚାରୀଙ୍କ କଲ୍‌ ରେକର୍ଡ…

ସେପ୍ଟେମ୍ବର ୯ରେ ସରକାରୀ ଛୁଟି, ଘୋଷଣା…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ…

ଆର୍ଥିକ ସଙ୍କଟରେ ହିମାଚଳ ପ୍ରଦେଶ ସରକାର;…

ଓଏଲ୍‌ ବ୍ୟୁରୋ: ଆର୍ଥିକ ସଙ୍କଟ ମଧ୍ୟରେ ହିମାଚଳ ପ୍ରଦେଶ ସରକାର ନେଲେ ବଡ଼ ପଦକ୍ଷେପ। ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକ ଏବଂ ମୁଖ୍ୟ ସଂସଦୀୟ ସଚିବଙ୍କ ଦରମା ଏବଂ ଭତ୍ତା ଦୁଇ ମାସ ବିଳମ୍ବରେ ମିଳିବ। ରାଜ୍ୟରେ ଚାଲିଥିବା ଆର୍ଥିକ ସଙ୍କଟ ମଧ୍ୟରେ ଉଚ୍ଚ ପଦାଧିକାରୀମାନେ ଏପରି…

ଜାତୀୟ କ୍ରୀଡ଼ା ଓ ସାହସିକତା ପୁରସ୍କାର…

ଓଏଲ୍‌ ବ୍ୟୁରୋ: ଆଜି ଆମ ଦେଶରେ ‘ଜାତୀୟ କ୍ରୀଡ଼ା ଦିବସ’ ପାଳନ କରାଯାଉଛି। ଉଲ୍ଲେଖଯୋଗ୍ୟ, ଭାରତୀୟ ହକିର କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦ ସିଂହ ୧୯୦୫ ଅଗଷ୍ଟ ୨୯ରେ ଜନ୍ମ ହୋଇଥିଲେ। ଆନ୍ତର୍ଜାତିକ ହକିରେ ସେ ବ୍ୟକ୍ତିଗତ ଭାବେ ୪୦୦ରୁ ଅଧିକ ଗୋଲ୍ ଦେଇଥିଲେ। ତାଙ୍କ ନେତୃତ୍ବରେ ଭାରତ ଦଳଗତ ଭାବେ…

୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ। ୫ ଦିନିଆ ଓଡ଼ିଶା ଗସ୍ତକୁ ନେଇ ୪ ଦିନିଆ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବୀନ

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡ଼ିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା…