Odisha Link
Bridging the Missing Links in Odisha

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୧ ତାରିଖ ଯାଏଁ ପ୍ରବଳ ବର୍ଷିବ!

ଓଏଲ୍‌ ବ୍ୟୁରୋ: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷିବାର ସମ୍ଭାବନା ଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

Leave A Reply

Your email address will not be published.