Odisha Link
Bridging the Missing Links in Odisha

ସେପ୍ଟେମ୍ବର ୯ରେ ସରକାରୀ ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ କୋର୍ଟ ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ।

Leave A Reply

Your email address will not be published.