ଗୃହ କାର୍ଯ୍ୟ ସ୍ୱାଭାବିକ, ବିଧାନସଭାରେ…
ଓଏଲ୍ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ଅଷ୍ଟମ ଦିବସ। ବିଧାନସଭା ଅଧିବେଶନର ଅଷ୍ଟମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ହୋଇଛି। ଗତକାଲି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ପ୍ରଶ୍ନୋତ୍ତର ଆରମ୍ଭ ହୋଇଥିବାବେଳେ ବିଧାନସଭାରେ ସୁରୁଖୁରୁରେ ଚାଲିଥିଲା। ଆଜି ମଧ୍ୟ ଗୃହ କାର୍ଯ୍ୟ…