Odisha Link
Bridging the Missing Links in Odisha

ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ୩୬ ଘଣ୍ଟାରେ ନେଇପାରେ ଅବପାତର ରୂପ

ଓଏଲ୍‌ ବ୍ୟୁରୋ: ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଆଜି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷିବାର ସମ୍ଭାବନା ଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.