Odisha Link
Bridging the Missing Links in Odisha

ଯୁଦ୍ଧକାଳୀନ ଭିତ୍ତିରେ ଚାଲିବ ଗୁଣ୍ଡିଚା ମନ୍ଦିରର କାର୍ଯ୍ୟ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଓଏଲ୍‌ ବ୍ୟୁରୋ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୌନ୍ଦର୍ଯ୍ୟକରଣ କାମ ପାଇଁ ଜିଲ୍ଲାପାଳଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଅନୁଧ୍ୟାନ କରିଛନ୍ତି। ସ୍ଥିତି ଅନୁଧ୍ୟାନ ପରେ ଯୁଦ୍ଧକାଳୀନ ଭିତ୍ତିରେ କାମ ଶେଷ କରିବାକୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟକରଣ କାମ ଚାଲିବ। ଶ୍ରୀଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ରୋଷଶାଳା କାମ ଚାଲିବ। ଶ୍ରୀଗୁଣ୍ଡିଚା ମନ୍ଦିର କେବେ ଖୋଲିବ ସେନେଇ ନିଷ୍ପତ୍ତି ହୋଇନି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି।

Leave A Reply

Your email address will not be published.