Odisha Link
Bridging the Missing Links in Odisha
Daily Archives

August 30, 2024

କୋରାପୁଟ ମେଡିକାଲରେ ଅଗ୍ନିକାଣ୍ଡ, ମାତୃ…

ଓଏଲ୍‌ ବ୍ୟୁରୋ: କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ହୋଇଥିବା ଖବର ସାମ୍ନାକୁ ଆସିଛି। ମାତୃ ଓ ଶିଶୁ ବିଭାଗରେ ନିଆଁ ଜଣା ପଡିଛି। ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିବା ବେଳେ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ମାତୃ ଓ ଶିଶୁ ବିଭାଗରେ ଥିବା ରୋଗୀ ଓ…

ଛାତ୍ରଛାତ୍ରୀଙ୍କୁ ମିଳିଥାନ୍ତା…

ଓଏଲ୍‌ ବ୍ୟୁରୋ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ବନ୍ଦ ହେଲା ନୂଆ-ଓ ଛାତ୍ରବୃତ୍ତି ଓ ଯୋଜାନ। ବନ୍ଦ କଲେ ରାଜ୍ୟ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ନୂଆ-ଓ ପରିବର୍ତ୍ତେ ଫାଇନାନ୍ସ ଆସିଷ୍ଟାଣ୍ଟସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଣ୍ଟେସ୍ ନାଁରେ ଆସିବ ନୂଆ ଯୋଜନା।…

ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ…

ଓଏଲ୍‌ ବ୍ୟୁରୋ: ଆଜି ନୀଳାଦ୍ରି ଭକ୍ତ ନିବାସ ପରିସରରେ ଅନୁଷ୍ଠିତ ହେଉଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ।ଗଜପତି ମହାରାଜା ଦିବ୍ୟ ସିଂହଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ୨୦୨୪-୨୦୨୫ ଆର୍ଥିକ ବର୍ଷର ଶ୍ରୀମନ୍ଦିର ବଜେଟ ଆଗତ କରାଯିବ। ଅର୍ଥ ସବକମିଟି ବୈଠକରେ ଚଳିତ…

ସାମ୍ବାଦିକଙ୍କ ପାଇଁ ଖୁସି ଖବର: ବଢ଼ିଲା…

ଓଏଲ୍‌ ବ୍ୟୁରୋ: ସାମ୍ବାଦିକଙ୍କ ପାଇଁ ଖୁସି ଖବର। ବଢ଼ିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାର ଅବଧି। ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କରାଯାଇଛି। ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଏହାର ସମୟ ସୀମା ଥିଲା। ତେଣୁ…

ନୂଆ-ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ରାଜ୍ୟ…

ଓଏଲ୍‌ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ନବମ ଦିବସ। ବିଧାନସଭା ଅଧିବେଶନର ନବମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି। ଏସବୁ ଭିତରେ ଉଚ୍ଚଶିକ୍ଷା ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବ ବିଜେଡି ସରକାରର ନୂଆ-ଓ କାର୍ଯ୍ୟକ୍ରମ ବନ୍ଦ କରାଯାଇଛି।…

ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ୩୬…

ଓଏଲ୍‌ ବ୍ୟୁରୋ: ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଆଜି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷିବାର ସମ୍ଭାବନା ଥିବାବେଳେ ରାଜ୍ୟର…

ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡ଼ିବା…

ଓଏଲ୍‌ ବ୍ୟୁରୋ: ଆଗକୁ ରହିଛି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଯାହାକୁ ନେଇ ଏବେଠୁ ସରଗରମ ହୋଇ ଉଠିଛି ମହରାଷ୍ଟ୍ର ରାଜୀନତି। ଏସବୁ ମଧ୍ୟରେ ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ୩୫ ଫୁଟ ଉଚ୍ଚ ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡ଼ିବା ଘଟଣା ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି। ଅନ୍ୟପଟେ…

ପୁଣି ସଂଶୋଧନ ହେବ ବିଶ୍ବବିଦ୍ୟାଳୟ ଆଇନ୍,…

ଓଏଲ୍‌ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ନବମ ଦିବସ। ବିଧାନସଭା ଅଧିବେଶନର ନବମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି। ଏସବୁ ଭିତରେ ଗୃହରେ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ଉତ୍ତର ରଖି କହିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ,…

ବଢ଼ିଲା ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪…

ଓଏଲ୍‌ ବ୍ୟୁରୋ: ବଢ଼ିଲା ହୀରାକୁଦ ଜଳସ୍ତର। ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା। ବର୍ତ୍ତମାନ ୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ପୂର୍ବରୁ ମାତ୍ର ୨ଟି ଗେଟ୍ ଦେଇ ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ ହେଉଥିବାବେଳେ ଏବେ ୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସୂଚନା ଅନୁସାରେ,…

ଗୃହରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ…

ଓଏଲ୍‌ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ନବମ ଦିବସ। ବିଧାନସଭା ଅଧିବେଶନର ନବମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି। ଏସବୁ ଭିତରେ ଗୃହରେ ଉତ୍ତର ରଖିଛନ୍ତି ରାଜ୍ୟ ସରକାରଙ୍କ କ୍ରୀଡ଼ା, ଉଚ୍ଚଶିକ୍ଷା ତଥା ଭାଷା,ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ମାନ୍ୟବର…