Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ୬ଟି ସ୍ଥାନରେ ଚାଲିଛି ରେଡ୍‌

ଓଏଲ୍‌ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଆଜି ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସ ପଡିଛନ୍ତି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍‌ କରିଛି ଭିଜିଲାନ୍ସ।

Leave A Reply

Your email address will not be published.