Odisha Link
Bridging the Missing Links in Odisha

ନିଯୁକ୍ତି ମେଳା: ୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଆଜି ଲୋକସଭା ଭବନର କନଭେନସନ କକ୍ଷରେ ନିଯୁକ୍ତି ମେଳା ଅନୁଷ୍ଠିଟି ହୋଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ନିଯୁକ୍ତି ମେଳାରେ ୪୭୬ ନୂତନ ଭାବେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପାଇଥିବା ୪୭୬ ନୂତନ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା କର୍ମ କ୍ଷେତ୍ରରେ ଆଗକୁ ବଢିବାକୁ ପ୍ରେରଣା ଦେଇଛନ୍ତି।

Leave A Reply

Your email address will not be published.