Odisha Link
Bridging the Missing Links in Odisha

ଅକ୍ଟୋବର ୨୭ରେ OAS ପ୍ରିଲିମ୍ ପରୀକ୍ଷା, ପ୍ରକାଶ ପାଇଲା ବିଜ୍ଞପ୍ତି

ଓଏଲ୍‌ ବ୍ୟୁରୋ: ଦଶହରା ପରେ ଅନୁଷ୍ଠିତ ହେବ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପ୍ରିଲିମ୍‌ ପରୀକ୍ଷା। ଏନେଇ ଆଜି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପ୍ରିଲିମିନାରି ପରୀକ୍ଷା ପାଇଁ ତାରିଖ ଘୋଷଣା କରଯାଇଛି। ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ଯେ ଅକ୍ଟୋବର ୨୭ ତାରିଖରେ ହେବ ଓଏଏସ୍ ପ୍ରିଲିମ୍ ପରୀକ୍ଷା।

Leave A Reply

Your email address will not be published.