Odisha Link
Bridging the Missing Links in Odisha
Daily Archives

September 12, 2024

୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସ୍ଆଇ

ଓଏଲ୍ ବ୍ୟୁରୋ: ଆସନ୍ତା ସେପ୍ଟେମ୍ବର ୧୮ରେ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ। ଏନେଇ ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି। ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି…

ମାଲକାନଗିରିରେ ମୁଖ୍ୟମନ୍ତ୍ରୀ, ବନ୍ୟା…

ଓଏଲ୍ ବ୍ୟୁରୋ: ଦିନିକିଆ ମାଲକାନଗିରି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ମାଲକାନଗିରିରେ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରୁଛନ୍ତି। ପ୍ରବଳ ବର୍ଷା କାରଣରୁ ମାଲକାନଗିରି ଜଳାବର୍ଣ୍ଣ ହୋଇପଡିଛି। ସରକାରଙ୍କ ପକ୍ଷରୁ ଲୋକଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ…

ଆସ୍ଥା ଭୋଟ ହାରିଲେ ପୌରାଧ୍ୟକ୍ଷା, ଆଗତ…

ଓଏଲ୍ ବ୍ୟୁରୋ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଦେଖିବାକୁ ମିଳିଛି ରାଜନୈତିକ ହଟଚମଟ। ଏନ୍ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କୁ ଗାଦିଚ୍ୟୁତ ଲାଗି ଅନାସ୍ଥା ପ୍ରସ୍ତାବ ଆଣିଥିଲେ ଉପାଧ୍ୟକ୍ଷ ଓ କାଉନସିଲର। ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷାଙ୍କ ବିରୋଧରେ ୧୦ କାଉନସିଲର୍‌ ଭୋଟ୍ ଦେଇଛନ୍ତି।…

+୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର:…

ଓଏଲ୍‌ ବ୍ୟୁରୋ: ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନରେ ପଢ଼ୁଥିବା ପିଲାଙ୍କ ପାଇଁ ବଡ଼ ଖବର। ୧୮ ତାରିଖରୁ +୨ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ। ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମଫିଲଅପ୍ ଚାଲିବ। ଅକ୍ଟୋବର ୪ ତାରିଖରୁ ୧୪ ଭିତରେ ଫର୍ମ ଫିଲଅପ୍…

ବରିଷ୍ଠ ନାଗରିକଙ୍କୁ ସରକାରଙ୍କ ବଡ଼ ଭେଟି,…

ଓଏଲ୍‌ ବ୍ୟୁରୋ: ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର। ଦଶହରା ପୂର୍ବରୁ ବରିଷ୍ଠ ନାଗରିକଙ୍କ ବଡ଼ ଭେଟି ଦେଇଛନ୍ତି ମୋଦି ସରକାର। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଆୟୁଷ୍ମାନ ଭାରତ ଯୋଜନା) ଅଧୀନରେ ଦେଶର ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକଙ୍କୁ ଅନ୍ତର୍ଭୁକ୍ତ କରିବାକୁ କେନ୍ଦ୍ର…

ଜନ୍ମଦିନରେ ଓଡ଼ିଶା ଆସିବେ…

ଓଏଲ୍‌ ବ୍ୟୁରୋ: ୭୪ତମ ଜନ୍ମଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନତା ମଇଦାନରେ ଜନସଭାକୁ ସମ୍ବୋଧିତ କରିବା ସହିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।…

ବଢ଼ିଲା ବାର୍ଡ ଫ୍ଲୁ ଭୟ, ୪ ଜିଲ୍ଲାକୁ…

ଓଏଲ୍ ବ୍ୟୁରୋ: ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ବଢ଼ିବାରେ ଲାଗିଛି। ରାଜ୍ୟର ପୁରୀ ଜିଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ବାର୍ଡ ଫ୍ଲୁ ଚିହ୍ନଟ ପରେ କେନ୍ଦ୍ରାପଡାରେ…

ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ:…

ଓଏଲ୍ ବ୍ୟୁରୋ: ଓଡ଼ିଶା ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ପାରିତ ହୋଇଛି। ତେଣୁ ସରକାରଙ୍କ ନିର୍ଦ୍ଦେଶାନୁସାରେ ବଜେଟରେ ଆବଣ୍ଟିତ ଅର୍ଥ ବିନିଯୋଗ କରିିବା ପାଇଁ ପଦକ୍ଷେପ ନିଆଯାଉ ବୋଲି ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଅର୍ଥ ବିଭାଗ ପକ୍ଷରୁ ସମସ୍ତ…

ଡରାଇଲାଣି ଡେଙ୍ଗୁ, ୫ ହଜାର ଡେଇଁଲା…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଅଧିକ ଥିବାବେଳେ ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ରାଜ୍ୟରେ ଏଯାବତ୍ ୫୧୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ…

ନିଯୁକ୍ତି ମେଳା: ୪୭୬ ଜଣଙ୍କୁ…

ଓଏଲ୍ ବ୍ୟୁରୋ: ଆଜି ଲୋକସଭା ଭବନର କନଭେନସନ କକ୍ଷରେ ନିଯୁକ୍ତି ମେଳା ଅନୁଷ୍ଠିଟି ହୋଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ନିଯୁକ୍ତି ମେଳାରେ ୪୭୬ ନୂତନ ଭାବେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ…