Odisha Link
Bridging the Missing Links in Odisha
Daily Archives

September 12, 2024

ଧାମରା ପରେ ଆଦାନୀ ଗ୍ରୁପ୍‌ ହାତରେ…

ଓଏଲ୍‌ ବ୍ୟୁରୋ: ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଗୋପାଳପୁର ବନ୍ଦରକୁ ଆଦାନୀ ଗ୍ରୁପକୁ ହସ୍ତାନ୍ତର କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ବନ୍ଦରର ୯୫ ପ୍ରତିଶତ ଅଂଶଧନ ଆଦାନୀ ଗ୍ରୁପ ଅଧିଗ୍ରହଣ କରିବ ବୋଲି ସୂଚନା ମିଳିଛି। ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ ହାତରେ ରହିବ…

୧୭ରେ ଓଡ଼ିଶା ଆସିବେ ମୋଦି, ସୁରକ୍ଷା…

ଓଏଲ୍‌ ବ୍ୟୁରୋ: ୭୪ତମ ଜନ୍ମଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନତା ମଇଦାନରେ ଜନସଭାକୁ ସମ୍ବୋଧିତ କରିବା ସହିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।…

ବନ୍ଧା ହେଲେ କୋଠା ପ୍ରେମୀ ସରକାରୀ…

ଓଏଲ୍‌ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ସିଭିଲ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଥିଲା। ଭିଜିଲାନ୍ସ ଜାଲରେ ପଡିଥିବା ଭଞ୍ଜନଗର ଜଳସମ୍ପଦ…

ଅଗ୍ନିବୀରଙ୍କ ପାଇଁ ଖୁସି ଖବର: ୧୦%…

ଓଏଲ୍‌ ବ୍ୟୁରୋ: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଧ୍ୟକ୍ଷତା କରିଥିବାବେଳେ ୩ଟି ପ୍ରସ୍ତାବରେ ମୋହର ବାଜିଛି। ଯେଉଁଥିରେ ଅଗ୍ନିବୀରଙ୍କ ପାଇଁ ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ…

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ…

ଓଏଲ୍‌ ବ୍ୟୁରୋ: ଶୂନଶାନ୍‌ ରାତି, ସେନା ଅଫିସର ଓ ତାଙ୍କ ବାନ୍ଧବୀ। ଆଉ ତାପରେ ଯାହା ହେଲା ସାରା ଦେଶକୁ ସ୍ତବ୍ଧ କରି ଦେଇଛି। ମଧ୍ୟପ୍ରଦେଶର ଇନ୍ଦୋରରେ ସେନାର ଦୁଇଜଣ ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହିତ ମଙ୍ଗଳବାର ରାତିରେ ଯାହା ଘଟିଛି ତାହା ଭୟର ବାତାବରଣ ସୃଷ୍ଟି କରିଛି। ବାନ୍ଧବୀଙ୍କ ସହିତ ବୁଲିବାକୁ…

ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି:…

ଓଏଲ୍‌ ବ୍ୟୁରୋ: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଧ୍ୟକ୍ଷତା କରିଥିବାବେଳେ ୩ଟି ପ୍ରସ୍ତାବରେ ମୋହର ବାଜିଛି। ଯେଉଁଥିରେ ସରକାରୀ କର୍ମଚାରୀଙ୍କୁ ମୃତ୍ୟୁ ପରେ ତାଙ୍କ ଝିଅ ଏବଂ ସାବତ ଝିଅଙ୍କୁ ମଧ୍ୟ ନିଯୁକ୍ତି ପାଇଁ ଅଧିକାର…

ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ,…

ଓଏଲ୍‌ ବ୍ୟୁରୋ: ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବିଜେପି ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଥିବାବେଳେ ଦୁଇ ଉପମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ବିଜେପିର ସମସ୍ତ ମନ୍ତ୍ରୀ ଓ ବିଧାୟକ ଏହି ବୈଠକରେ ଯୋଗ ଦେଇଛନ୍ତି। ସୂଚନା ଅନୁସାରେ, ଆସନ୍ତା…

ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ, ୩ଟି…

ଓଏଲ୍‌ ବ୍ୟୁରୋ: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଧ୍ୟକ୍ଷତା କରିଥିବାବେଳେ ୩ଟି ପ୍ରସ୍ତାବରେ ମୋହର ବାଜିଛି। ଏହି ବୈଠକରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ଯେଉଁଥିରେ ଗୋପାଳପାଳପୁର ପୋର୍ଟର ୯୫ ସେୟାରକୁ…

ବଢ଼ିଲା ହୀରାକୁଦର ଜଳସ୍ତର, ଖୋଲିଲା ଆଉ…

ଓଏଲ୍‌ ବ୍ୟୁରୋ: ବଢ଼ିଲା ହୀରାକୁଦ ଡ୍ୟାମର ଜଳସ୍ତର। ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇଛି । ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇଥିବାରୁ ଆଉ ୬ଟି ଗେଟ୍ ଖୋଲି ଦିଆଯାଇଛି। ଆଉ ୬ ଗେଟ୍ ଖୋଲିବା ନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ପୂର୍ବରୁ ଜଳସ୍ତର…

କାଲିଠୁ ବଢ଼ିବ ବର୍ଷାର ପରିମାଣ, ୧୨…

ଓଏଲ୍ ବ୍ୟୁରୋ: ଆସନ୍ତା ୧୩ ତାରିଖରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନା ଅନୁଯାୟୀ ବର୍ତ୍ତମାନ ମିଆଁମାର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି…