Odisha Link
Bridging the Missing Links in Odisha
Daily Archives

September 14, 2024

ସୁଭଦ୍ରା ଯୋଜନା: ଏପର୍ଯ୍ୟନ୍ତ ଆବେଦନ…

ଓଏଲ୍‌ ବ୍ୟୁରୋ: ୭୪ ତମ ଜନ୍ମଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏଥିପାଇଁ ଜନତା ମଇଦାନରେ ଚାଲିଛି ଜୋରଦାର ପ୍ରସ୍ତୁତି। ସୁଭଦ୍ରା ଯୋଜନାର ଶୁଭାରମ୍ଭ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଛନ୍ତି ବଡ଼…

ଓଡ଼ିଶାର ୧୦ ଲକ୍ଷ ହିତାଧିକାରୀଙ୍କୁ ଆବାସ…

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ୭୪ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏଥିସହିତ ଓଡ଼ିଶାର ହିତାଧିକାରୀଙ୍କୁ ପିଏମ୍‌ ଆବାସର ପ୍ରଥମ କିସ୍ତି ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ହକି: ପାକିସ୍ତାନକୁ ହରାଇଲା ଟିମ୍‌…

ଓଏଲ୍‌ ବ୍ୟୁରୋ: ପ୍ୟାରିସ୍‌ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଦଳ ହିରୋ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଦମଦାର ପ୍ରଦର୍ଶନ ଜାରି ରଖିଛି। ଶେଷ ଗ୍ରୁପ୍‌ ମ୍ୟାଚରେ ଆଜି ଚୀରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ଦଳକୁ ୨-୧ରେ ମାତ ଦେଇ ଅପରାଜୟ ଦଳ ଭାବେ ସେମି ଫାଇନାଲରେ ପ୍ରବେଶ କରିଛି ଭାରତ।…

କାଲି ବନ୍ଦେ ଭାରତର ଶୁଭାରମ୍ଭ କରିବେ…

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ୧୫ ତାରିଖରେ ଦେଶରେ ଗଡ଼ିବ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ। ଯାହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାଡ଼ଖଣ୍ଡର ଜାମସେଦପୁରରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଓଡ଼ିଶାରେ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଗଡ଼ିବ। ରାଉରକେଲା…

ରବିବାର ୩ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ବାଦାଶୀ ତିଥି ଅର୍ଥାତ୍‌ ବାମନ ଜନ୍ମ। ଏହି ଅବସରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଣୁ ମଧ୍ୟାହ୍ନଧୂପ ଚ୍ଛେକ ଆସିବା ପରେ ପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…

ଆଜିଠୁ ସରକାରୀ ଅଧିକାରୀଙ୍କ ଛୁଟି ୩ଦିନ…

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସଜାଗ ଓଡ଼ିଶା ସରକାର। ଏହାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୩ ଦିନ ପର୍ଯ୍ୟନ୍ତ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଧିକାରୀମାନେ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି…

ବଦଳିଲା ‘ମୋ ସ୍କୁଲ’ ନାଁ,…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ବଦଳାଇଲେ ମୋ ସ୍କୁଲ ଅଭିଯାନର ନାମ। ବିଧିବଦ୍ଧ ଭାବେ ଗଣଶିକ୍ଷା ବିଭାଗ ପକ୍ଷରୁ 'ମୋ ସ୍କୁଲ' ଅଭିଯାନ' ନାଁ ବଦଳାଯାଇଛି। ଆଜିଠୁ ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ଅଭିଯାନ ନାମରେ ପରିଣତ ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା…

ହକି: ଆଜି ଭାରତ-ପାକିସ୍ତାନ ଟକ୍କର, କିଏ…

ଓଏଲ୍‌ ବ୍ୟୁରୋ: ପ୍ୟାରିସ୍‌ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଦଳ ହିରୋ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଦମଦାର ପ୍ରଦର୍ଶନ ଜାରି ରଖିଛି। ଶେଷ ଗ୍ରୁପ୍‌ ମ୍ୟାଚରେ ଆଜି ଚୀରପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ଦଳକୁ ଭେଟିବ ଭାରତ। ଆଜି ଅପରାହ୍ନ ୧ଟା ୩୦ରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ।…

ମା’ର ଗଳା କାଟିଦେଲେ ୨ ନୃଶଂସ ପୁଅ

ଓଏଲ୍‌ ବ୍ୟୁରୋ: ମା'ର ପଣତକାନି ଧରି ବଡ଼ ହୋଇଥିଲେ। ଯେଉଁ ମା’ ଛୋଟରୁ ବଡ଼ କରିଥିଲା ସେହି ମା'ର ଗଳାକାଟି ହତ୍ୟା କଲେ ୨ ସଇତାନ ପୁଅ। ଏଭଳି ଘଟଣା ଘଟିଛି କଟକ ଜିଲ୍ଲାର ମହାନଦୀ ବିହାରରେ। ହତ୍ୟାକାଣ୍ଡ ପରେ ଜଣେ ପୁଅ ଫେରାର୍ ହୋଇ ଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅକୁ ଅଟକ ରଖିଛି ପୁଲିସ। ତେବେ…

ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଓ…

ଓଏଲ୍‌ ବ୍ୟୁରୋ: ଆଜି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ସ୍କୁଲ…