Odisha Link
Bridging the Missing Links in Odisha
Daily Archives

September 15, 2024

ଦିଲ୍ଲୀ ରାଜନୀତିରେ ବଡ଼ ହଲଚଲ,…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ୧୫୬ ଦିନ ପରେ ଜେଲରୁ ମୁକୁଳିବାର ୨ ଦିନ ପରେ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ। ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି କେଜ୍ରିୱାଲ। ଆସନ୍ତା ୨ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ…

ଓଡ଼ିଶାରେ ଗଡ଼ିଲା ଆଉ ୨ ବନ୍ଦେ ଭାରତ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଗଡ଼ିଲା ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ। ଝାଡ଼ଖଣ୍ଡର ଟାଟାରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହି ଭିଡିଓ କନଫରେନ୍ସରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ମୋଦି। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାଓ୍ବଡା…

ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି, ୩…

ଓଏଲ୍‌ ବ୍ୟୁରୋ: ଆଜି ଭାଦ୍ରବ ଶୁକ୍ଳ ଦ୍ବାଦାଶୀ ତିଥି ଅର୍ଥାତ୍‌ ବାମନ ଜନ୍ମ। ଏହି ଅବସରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେଉଛି। ଏଣୁ ମଧ୍ୟାହ୍ନଧୂପ ଚ୍ଛେକ ଆସିବା ପରେ ପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ୩…

ଓଡ଼ିଶାରେ ଗଡ଼ିବ ଆଉ ୨ ବନ୍ଦେ ଭାରତ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଆଜିଠୁ ଗଡ଼ିବ ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ। ଝାଡ଼ଖଣ୍ଡର ଟାଟାରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହି ଭିଡିଓ କନଫରେନ୍ସରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାଓ୍ବଡା…

ବାରିପଦାରେ ପୃଥକ ପୃଥକ ଦୁର୍ଘଟଣା:…

ଓଏଲ୍‌ ବ୍ୟୁରୋ: ଅଶୁଭ ରବିବାର। ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଦୁଇଟି ପୃଥକ ପୃଥକ ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ୪ ଜଣ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବାରିପଦା ସହର ଉପକଣ୍ଠ ପାଲବଣି…