Odisha Link
Bridging the Missing Links in Odisha
Daily Archives

September 18, 2024

ଭୁବନେଶ୍ବରରେ ରାଞ୍ଚି ଛାତ୍ରଙ୍କ…

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ୧୩ ତାରିଖରେ ଭୁବନେଶ୍ବର ଆଇଟିଆର କଲେଜରେ ପାଠ ପଢ଼ୁଥିବା ଝାଡ଼ଖଣ୍ଡ ରାଞ୍ଚିର ଛାତ୍ର ଅଭିଷେକ ରବିଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ ମାମଲାର ଉପଯୁକ୍ତ ଯାଞ୍ଚ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହିମନ୍ତ ସୋରେନ। ସୋସିଆଲ…

ନିର୍ବାଚନୀ ଅନିୟମିତତା ମାମଲା: ସନାତନ…

ଓଏଲ୍‌ ବ୍ୟୁରୋ: ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ମିଳିଛି ବଡ଼ ଆଶ୍ବସ୍ତି। ତାଙ୍କ ବିରୋଧରେ ଆଗତ ମାମଲା ଖାରଜ ହୋଇଛି। ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି କରି ହାଇକୋର୍ଟ ବଡ ନିଷ୍ପତି ଶୁଣାଇଛନ୍ତି। ସନାତନ ମହାକୁଡ଼ଙ୍କୁ ବିରୋଧରେ ଆଗତ ହୋଇଥିବା ନିର୍ବାଚନୀ ଅନିୟମିତତା ମାମଲା ହାଇକୋର୍ଟ ଖାରଜ…

ସରକାରୀ ବାସଭବନ ଛାଡ଼ିବେ କେଜ୍ରିୱାଲ,…

ଓଏଲ୍‌ ବ୍ୟୁରୋ: ଗତକାଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସରକାରୀ ବାସଭବନ ଛାଡ଼ିବାକୁ ଯାଉଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ। ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କୁ ଯେଉଁ ସରକାରୀ ସୁବିଧା ମିଳୁଥିଲା ଏବେ ସବୁକୁ…

କୋଣାର୍କରେ ଏଏସ୍‌ଆଇ ଟିମ୍‌, ଏଡିଜିଙ୍କ…

ଓଏଲ୍‌ ବ୍ୟୁରୋ: ଆଜି ଏଏସ୍‌ଆଇ ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ କରିବ। ଏହା ପୂର୍ବରୁ ୬ ଜଣିଆ ଏଏସ୍‌ଆଇ ଦଳ କୋଣାର୍କ ସୂର୍ଯ୍ୟମନ୍ଦିରରେ ପହଂଚିଛନ୍ତି। ଏଡିଜି ଜାନ୍‌ଭିଜ୍‌ ଶର୍ମାଙ୍କ ନେତୃତ୍ବରେ କୋଣାର୍କ ସୂର୍ଯ୍ୟମନ୍ଦିରରେ ଏଏସ୍ଆଇ ଟିମ୍‌ ଅନୁଧ୍ୟାନ କରିଛି।କୋଣାର୍କ ମନ୍ଦିରର ସଂରକ୍ଷଣ ଓ ଗର୍ଭଗୃହରୁ…

ରତ୍ନଭଣ୍ଡାର ଯାଞ୍ଚ ପୂର୍ବରୁ ଜଗା ଦର୍ଶନ…

ଓଏଲ୍‌ ବ୍ୟୁରୋ: ରାଜ୍ୟପାଳ ରଘୁବର ଦାସ ଆଜି ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ୱାଗତ କରାଯାଇଥିଲା। ଶ୍ରୀମନ୍ଦିର ଯାଇ ସେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ…

ୟୁଜିସିର କଡ଼ା ନିର୍ଦ୍ଦେଶ: କଲେଜ…

ଓଏଲ୍‌ ବ୍ୟୁରୋ: ଶିକ୍ଷା ପରିସରକୁ ନିଶା ମୁକ୍ତ ଓ ତମାଖୁ ମୁକ୍ତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ତଥାପି କଲେଜ କ୍ୟାମ୍ପସ ପରିସରରେ ନିଶାଦ୍ରବ୍ୟ ବ୍ୟବହାର ହେଉଥିବା ଅନେକ ଘଟଣା ସାମ୍ନାକୁ ଆସୁଛି। ଏସବୁକୁ ସମ୍ପୂର୍ଣ୍ଣ ନିଷେଧ କରିବା ପାଇଁ ୟୁଜିସି ପକ୍ଷରୁ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଶିକ୍ଷା…

ଆଜିଠୁ ପିତୃପକ୍ଷ ଆରମ୍ଭ, ପିତୃପକ୍ଷ…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ଆଶ୍ବୀନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି। ବୁଧବାର ଠାରୁ ପିତୃପକ୍ଷ ଆରମ୍ଭ ହୋଇଥିବା ବେଳେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ…

ଜମ୍ମୁ-କଶ୍ମୀର ନିର୍ବାଚନ: ୨୪ଟି ଆସନ…

ଓଏଲ୍‌ ବ୍ୟୁରୋ: ଆଜି ଜମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ। ଧାରା ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଜମ୍ମୁ କଶ୍ମୀରରେ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ବିଭିନ୍ନ ବୁଥରେ ଭୋଟରଙ୍କ ଭିଡ଼ ଲାଗିଛି। ସକାଳ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ଗ୍ରହଣ ହୋଇଛି। ୩ଟି ପର୍ଯ୍ୟାୟରେ ଜାମ୍ମୁ ଓ କାଶ୍ମୀରରେ…

ମହଙ୍ଗା ପଡ଼ିଲା ମେଜରଙ୍କୁ ମାଡ଼, ୫ ପୁଲିସ…

ଓଏଲ୍‌ ବ୍ୟୁରୋ: ମହଙ୍ଗା ପଡ଼ିଲା ମେଜରଙ୍କୁ ମାଡ଼। ୫ ପୁଲିସ କର୍ମଚାରୀଙ୍କ ବିରୋଧରେ ଡିଜିପି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ଏଏସଆଇ ସଳିଳମୟୀ ସାହୁ ଓ ସାଗରିକା ରଥଙ୍କୁ ନିଲମ୍ବିତ କରାଯାଇଛି। ଏସଆଇ…

ବିପଦ ସଂକେତ ଟପିଲା ସୁବର୍ଣ୍ଣରେଖାର…

ଓଏଲ୍‌ ବ୍ୟୁରୋ: ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି। ଜଳେଶ୍ୱର ରାଜଘାଟରେ ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା ନଦୀ। ସୁବର୍ଣ୍ଣରେଖା ନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବାବେଳେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବାଲେଶ୍ବର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ବର ଓ ବସ୍ତା…